କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍‌ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…

ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି ଯେ, କରୋନା ଏକ ପ୍ରାକୃତିକ ରୋଗ ଏହା ସ୍ବୀକାର କରିବା ସହଜ ନୁହେଁ। ଏହା ଉପରେ ଅଧିକ ତଦନ୍ତ ହେବାର ଆବଶ୍ୟକତା ରହିଛି। ଚାଇନାରେ ଏଭଳି କେଉଁ ପ୍ରକାର ଅସୁବିଧା ହେଲା ଯେ ସେଠାରେ କରୋନା ସଂକ୍ରମଣ ହେଲା ତାହାର କାରଣ ଖୋଜିବା ଏବେ ଜରୁରୀ ହୋଇ ପଡ଼ିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri