କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ କରୋନା ଭୂତାଣୁ ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ। ଛାତ୍ରୀମାନେ ଫ୍ଲେକ୍ସ, ବ୍ୟାନର, ପ୍ଲେକାର୍ଡ ଧରି ଚିତ୍ରକୋଣ୍ଡା ସହର ତଥା କଲୋନୀ ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ...

କାଉଡ଼ିଆଙ୍କ ବୋଲବମ୍‌ ଶବ୍ଦରେ କମ୍ପିଲା ବୁଦ୍ଧେଶ୍ୱର

ଭୁବନ, ୨୨।୭(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବୁଦ୍ଧେଶର ଶୈବପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ଜଳଲାଗି ପାଇଁ ୧୦ ହଜାରରୁ ଉଦ୍ଧର୍‌ବ କାଉଡ଼ିଆଙ୍କ ସମାଗମ ହୋଇଥିଲା।...

ଲକ୍‌ଡାଉନ୍‌: ଛତିଶଗଡ଼ରୁ ଚାଲିଚାଲି ପଶ୍ଚିମବଙ୍ଗ ଅଭିମୁଖେ ଶ୍ରମିକ

କେନ୍ଦୁଝର,୬ା୫(ସ୍ବ.ପ୍ର.) : କରୋନା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲେ ହେଁ ଶହ ଶହ ଲୋକ କେନ୍ଦୁଝର ଜିଲା ଦେଇ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼...

ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ପୁରୀ ଅଫିସ,୨୪ା୩: ପୁରୀ ପେଣ୍ଠକଟାର ମତ୍ସ୍ୟଜୀବୀଙ୍କ ଭାତହାଣ୍ଡି ହେଉଛି ସମୁଦ୍ର। ସମୁଦ୍ରରୁ ମାଛ ମାରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ କରୋନା ଏବେ ସେମାନଙ୍କ ପାଇଁ...

ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର...

ବାହାରେ ବୁଲୁଛନ୍ତି ଅନ୍ତେବାସୀ

କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ୩ଶହ ଟପିଛି କରୋନା ପଜିଟିଭ ସଂଖ୍ୟା। ତଥାପି ଚେତୁ ନାହାନ୍ତି ଅନ୍ତେବାସୀ। ସୁରକ୍ଷା ବ୍ୟବସ୍ଥା କୋହଳ ହେତୁ ବଜାରରେ ବୁଲୁଛନ୍ତି। ସ୍ଥାନୀୟ...

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା...

ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ

ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ।...

Advertisement


Archives

Model This Week