କରୋନା ଭୟରେ ଘରେ ରହି ଗାଜର ହାଲଓ୍ବା ଖାଉଛନ୍ତି କରୀନା

ସାରା ବିଶ୍ୱ ଏବେ କରୋନା ଭୟରେ। ଏହାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ଘରୁ ବାହାରକୁ ବାହାରୁ ନାହାନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ସେ ଆଉ ବାହାରକୁ ନ ବାହାରି ଘରେ ଆରାମ କରୁଛନ୍ତି। ଘରେ ସେ ନିଜ ମନ ପସନ୍ଦର ଖାଦ୍ୟ ଖାଇ ସମୟ ବିତାଉଛନ୍ତି। ନିକଟରେ ଗାଜର ହାଲଓ୍ବା ଖାଉଥିବାର ଏକ ଫଟୋ ସେ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଏଥିରେ କ୍ୟାପ୍‌ସନ୍‌ ଲେଖିଛନ୍ତି, ମିଠା ଆପଣଙ୍କ ପେଟକୁ ନୁହେଁ ହୃଦୟକୁ ଛୁଇଁବ।


Enter your email to get our daily news in your inbox.

All Right Reserved By Dharitri.Com

ରିିଲିଜ୍‌ ହେଲା ‘ସାହୋ’,ଫିଲ୍ମ ହଲ୍‌ରେ ଜମୁଛି ଭିଡ

ଅପେକ୍ଷାର ଅନ୍ତ ଘଟିଛି। ବାଳୁବଳୀ ଷ୍ଟାର ପ୍ରଭାସ ଓ ଶ୍ରଦ୍ଧା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ସାହୋ’ ଫିଲ୍ମ ଫ୍ରାଇଡେରେ ରିଲିଜ୍‌ ହୋଇଛି। ୩୫୦ କୋଟି ଟଙ୍କାରେ...

ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରେ କାମ କରିବାକୁ ଚାହାନ୍ତି ଭୂମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମୀ ପେଡେନେକର ‘ଦମ ଲଗାକେ ହୈସା’ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପ୍ରଥମେ ସେ ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରୁ କ୍ୟାରିୟର ଆରମ୍ଭ...

ଗଜଲ ଗାଇ ପ୍ରଶଂସକଙ୍କ ହୃଦୟ ଜିତିଥିଲେ ସୁଶାନ୍ତ

ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଏକ ପୁରୁଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୁଶାନ୍ତଙ୍କୁ ଗଜଲ ଗାଉଥିବାର...

ଅଭିନେତା ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟା ଚକ୍ରବର୍ତ୍ତୀ ଅମିତ ଶାହଙ୍କୁ ଲେଖିଲେ ଏମିତି

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ଏବେ ନୂଆ ମୋଡ଼ ନେଇଛି। ସୋସିଆଲ ମିଡିଆରେ ଟ୍ରୋଲ୍‌ର ଶିକାର ହୋଇଥିବା ରିୟା ଚକ୍ରବର୍ତ୍ତୀ ମଧ୍ୟ ଏହି ଘଟଣାର...

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି।...

ଶାହାରୁଖ୍‌ଙ୍କଠାରୁ ଅଧିକ ରୋମାଣ୍ଟିକ ପୁଅ ଆର୍ୟନ୍‌

ଶାହାରୁଖଙ୍କ ପୁଅ ଆର୍ୟନଙ୍କ ଆଜି ଅର୍ଥାତ୍‌ ବୁଧବାର ୨୨ତମ ଜନ୍ମଦିବସ। ଆଜିର ଏହି ଖାସ୍‌ ଦିନରେ ତାଙ୍କ ବିଷୟରେ କିଛି କଥା ଜାଣିନେବା ଆସନ୍ତୁ। ଆର୍ୟନ୍‌...

ସୋସିଆଲ ମିଡିଆ ଛାଡିବେ ଜନ୍‌

ମୁମ୍ବାଇ: ଏବେ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବାବେଳେ ଅଭିନେତା ଜନ୍‌ ଆବ୍ରାହମ୍‌ କୁଆଡେ ସୋସିଆଲ ମିଡିଆ ଛାଡିଦେବେ ବୋଲି କହିଛନ୍ତି। କାରଣ ସୋସିଆଲ...

ଦକ୍ଷିଣଭାରତୀୟ ସିନେମାରୁ କରିଥିଲେ ଡେବ୍ୟୁ, ଏବେ ପାଲଟିଛନ୍ତି ବଲିଉଡ୍‌ ଷ୍ଟାର

ବମ୍ବେ: ଦକ୍ଷିଣ ଭାରତୀୟ ସିନେମାରୁ କ୍ୟାରିଅର ଆରମ୍ଭ କରିବା ସତ୍ତ୍ୱେ ବଲିଉଡର ନାମକରା ଅଭିନେତ୍ରୀ ପାଲଟିଛନ୍ତି ଅନେକେ ଅଭିନେତ୍ରୀ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୀପିକା ପାଦୁକୋନ,...

Coronavirus Update


Archives

Model This Week

Why Dharitri