କରୋନା ଭୟାବହତା: କଳାହାଣ୍ଡି ଜିଲାର ୧୬୮ ଗ୍ରାମରେ ୩୧୦ଙ୍କୁ ସ୍କାନିଂ

ଭବାନୀପାଟଣା,୨୦।୩(ଡି.ଏନ୍‌.ଏ.): ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ଓଡ଼ିଶାରେ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଏହି ସଂକ୍ରମଣକୁ ରୋକିବା ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କଳାହାଣ୍ଡି ଜିଲାପାଳ ଡା. ଗାଭାଲି ପରାଗ ହର୍ଷଦଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ୪୫ଟି ସ୍ବତନ୍ତ୍ର ସ୍କାନିଂ ଟିମ୍‌ ୧୯ ତାରିଖ ସୁଦ୍ଧା ୧୬୮ଟି ଗ୍ରାମରେ ୩୧୦ ଜଣଙ୍କୁ ସ୍କାନିଂ କରାଯାଇଛି। ଏ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ପ୍ରେସ୍‌ ବିବୃତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ଆଧାରିତ ହେଉ ପାଠ୍ୟକ୍ରମରେ ପରୀକ୍ଷା ନିରୀକ୍ଷା

ସୋନପୁର,୨୧।୧(ନି.ପ୍ର.) ସମୟ ସହିତ ନୂତନ ଆହ୍ବାନକୁ ଦୃଷ୍ଟିରେ ରଖି ପାଠ୍ୟକ୍ରମରେ ପରୀକ୍ଷା ନିରୀକ୍ଷା ଜରୁରି। କିନ୍ତୁ ଏହା ସମୟ ଆଧାରିତ ହେବା ଆବଶ୍ୟକ। ପରିଚାଳନାଗତ ପରିବର୍ତ୍ତନ...

ଖାକିରେ ଲାଗିଲା ଦାଗ: ମହିଳା ହୋମ୍‌ଗାର୍ଡଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ

ନବରଙ୍ଗପୁର,୨୯ା୬(ବି.ପ୍ର.)- ଜଣେ ମହିଳା ହୋମଗାର୍ଡଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏପରି ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ। ଉମରକୋଟ ଥାନା...

ମାଓବାଦୀ ଭୟରେ ଭିଟାମାଟି ଛାଡ଼ିଲେ ୮୫ରୁ ଊର୍ଦ୍ଧ୍ୱ ଲୋକ

ଚିତ୍ରକୋଣ୍ଡା,୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣସପୁଟ ପଞ୍ଚାୟତର ବାରଗୋଟି ଗ୍ରାମ ଖଜୁରୀଗୁଡ଼ା, ବିହନଗୁଡ଼ି,ଖାଲପଦର,ତାରାବେଢା,ମାଟିଖାଲ,ଲାଡିଗୁଡ଼ା,ବେଜିଙ୍ଗ,ତାଲପଦର,ପଳାସପଦର,ଡାଳିଆମ୍ବ, ମୁତାମ୍ବ, ଗମେଲପୁଟ,ଦୋରାଗୁଡ଼ା ମାଓବାଦୀ...

ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ...

ବଦଳିଲେ ମାଲକାନଗିରି ଜିଲାପାଳ

ମାଲକାନଗରି,୧୬ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ବଦଳି ହୋଇଛି। ହତ୍ୟା ଅଭିଯୋଗ ଆସିବା ପରେ ତାଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ...

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ।...

ପୋଲିସ ହାତରେ ମହିଳା ଦଲାଲ :ବିଜୁ ପକ୍କା ଘର ଓ ଋଣ କରାଇଦେବା କହି ଠକୁଥିଲେ

ନୟାଗଡ଼ ଅଫିସ,୨୦ା୧୦: ଜିଲାପାଳଙ୍କ କାର୍ଯ୍ୟାଳୟରେ ଲୋକଙ୍କୁ ଠକୁଥିବା ଜଣେ ମହିଳା ଦଲାଲ୍‌ଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଇଟାମାଟି ଥାନା...

ଘାଟିରୁ ଖସିଲା ବସ୍‌: ୩୦ରୁ ଊର୍ଦ୍ଧ ଆହତ

କୋଟଗଡ,୧୯ ।୮(ଡି.ଏନ.ଏ)- କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଓରା ନିକଟ ଡାଡୁମାହା ଘାଟିରେ ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ଭାରସାମ୍ୟ ହରାଇ ୩୦ଫୁଟ...

Advertisement


Archives

Model This Week