କରୋନା ଭୟ: ଗଁ।ର ପ୍ରବେଶ ପଥ ବନ୍ଦ

ନାଉଗଁ।, ୨୯।୩ (ସ୍ବ.ପ୍ର.)- ରାଜ୍ୟରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ନାଉଗଁ। ବ୍ଲକ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ନିଜ ଗଁ।କୁ କରୋନା ମହାମାରୀରୁ ରକ୍ଷା କରିବା ପାଇଁ କେତେକ ଗ୍ରାମର ପ୍ରବେଶ ପଥକୁ ବାଉଁଶ ଓ ଦଉଡି ସାହାଯ୍ୟରେ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି। ବ୍ଲକ ଅଧୀନ ତିରୁଣା ପଞ୍ଚାୟତର ତିରୁଣା ଗ୍ରାମସ୍ଥିତ ଇନ୍ଦିରା ସ୍ମାରକୀ ଯୁବକ ସଂଘ, ଦହିପାଳର ଉଦ୍ୟମୀ ଯୁବକ, ଜାମୁଗଁ। ପଞ୍ଚାୟତ ନନ୍ଦିଗ୍ରାମର ନନ୍ଦକିଶୋର ୟୁଥ୍‌ କ୍ଳବ ସମେତ ଗ୍ରାମବାସୀ, ଘୋଡାଂଶ ଯୁବକ ସଂଘ, ବେଣାପଡା ଯୁବକ ସଂଘ ପକ୍ଷରୁ ନିଜ ନିଜ ଗ୍ରାମର ପ୍ରବେଶ ପଥକୁ ବନ୍ଦ କରିଦିଆଯାଇଛି। ସେହିପରି କରୋନା ଭୂତାଣୁଠାରୁ କିପରି ଦୂରେଇ ରହିବେ ସେ ନେଇ ଅନେକ ଯୁବକ ସଂଘ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ: ହତ୍ୟା ସନ୍ଦେହ

କଣ୍ଟାପଡ଼ା,୨୩।୭(ଡି.ଏନ୍‌.ଏ.): କଟକ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମ ବଜାର ପଛପଟୁ ଶନିବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରଯାଇଛି। ମୃତକ ହେଲେ...

ଜମି କିଣାଇଦେବାକୁ କହି ୧୭ ଲକ୍ଷ ଟଙ୍କା ଟଙ୍କା ଠକି ନେଲେ, ଦମ୍ପତି ଗିରଫ

ପାଟଣା,୩୦।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ପୋଲିସ ଠକେଇ ଅଭିଯୋଗରେ ଏକ ଦମ୍ପତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦମ୍ପତି ହେଉଛନ୍ତି ପାଟଣା ବ୍ଲକ...

ଜଙ୍ଗରଡ଼ା: ବର୍ଷ ସାରା ପାଣି ଅଭାବ

ସେମିଳିଗୁଡ଼ା/ସୁନାବେଡ଼ା, ୧୨।୫(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ୍‌ ସାଡାମ ପଞ୍ଚାୟତ ଅନ୍ତର୍ଗତ ଜଙ୍ଗରଡ଼ା ଗ୍ରାମରେ ବିଭିନ୍ନ ସମସ୍ୟାରେ ଗ୍ରାମବାସୀ ଚଳୁଛନ୍ତି। ସ୍ବାଧୀନତାର ଦୀର୍ଘ ୭୫ ବର୍ଷ ପରେ...

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ କେନ୍ଦୁଝର ଗସ୍ତରେ ଆସି ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସହ ଆଲୋଚନା କରିଛନ୍ତି। ଡାକ୍ତରଖାନାର...

କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଆଠଗଡ଼, ୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି।...

ତାରାତାରିଣୀଙ୍କ ଦର୍ଶନକରି ପୂଜାକଲେ ୩ ଅଧିକାରୀ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଭାବେ ଯୋଗଦେଇଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପିଡି ଭି.କୀର୍ତ୍ତିଭାସନ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ. ସୋନାଲ ସୋମବାର...

ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ମୃତ୍ୟୁ ପରେ ଉତ୍ତେଜନା

ସୋର, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋରସ୍ଥିତ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ କାର୍ଯ୍ୟାନୁଷ୍ଠାନ...

ନିଖୋଜ ବୃଦ୍ଧାଙ୍କ ମୃତଦେହ ଜବତ

ପରଜଙ୍ଗ, ୧୯।୫ (ଡି.ଏନ୍‌.ଏ.) : ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତ ନୂଆଗଁାର ସୁମ ବେହେରା (୯୨)ଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ମହୁଲପାଳ ପଞ୍ଚାୟତ କମଗରା ଘାଟ...

Advertisement
Archives

Model This Week