କରୋନା ଭୟ: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ମଙ୍ଗଳବାର ହୋଲି। ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ହେବା ଭୟକୁ ଦୃଷ୍ଟିରେ ରଖି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଲି ଖେଳିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୋଲି ଖେଳିବେ ନାହିଁ ବୋଲି ନିଷ୍ପତ୍ତି ନେଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ବଢୁଛି ସଂକ୍ରମଣ

କଟକ ଅଫିସ,୩୦।୬: ରୋଗୀଙ୍କୁ ଆରୋଗ୍ୟ କରୁଥିବା ହସ୍ପିଟାଲରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କେବଳ ରୋଗୀ ନୁହନ୍ତି, କରୋନା ଯୋଦ୍ଧା ମଧ୍ୟ କରୋନା ସଂକ୍ରମଣର...

ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ସର୍ବେକ୍ଷଣ କାର୍ଯ୍ୟକୁ ବିରୋଧ : ମନ୍ତ୍ରଣାଳୟ, ପରିବେଶ ପ୍ରଦୂଷଣ ବୋର୍ଡର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କଟକ ଅଫିସ,୨୪ା୬ : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଚଉମୁଖଠାରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦରକୁ ନେଇ ଦୀର୍ଘଦିନରୁ ବିରୋଧ ଜାରି ରହିଆସିଛି। ଓଡ଼ିଶା ସରକାର ୨୦୦୮...

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ...

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ଭୁବନେଶ୍ୱରରେ ରୋବୋଟିକ୍‌ ରେଷ୍ଟୁରାଣ୍ଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରେଷ୍ଟୁରାଣ୍ଟରେ ଓ୍ବେଟର୍‌ଙ୍କ ସ୍ଥାନରେ ରୋବୋ। ଓଡ଼ିଆରେ କଥା ହେବାସହ ରେଷ୍ଟୁରାଣ୍ଟ ମଧ୍ୟକୁ ସ୍ବାଗତ କରୁଛି। ଅର୍ଡର ନେବା ସହ ଖାଦ୍ୟ ମଧ୍ୟ ପରଷୁଛି। ଗ୍ରାହକଙ୍କ...

ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ...

ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ...

ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ

ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର...

Advertisement
Archives

Model This Week