କରୋନା ଭୟ: ଦିଲ୍ଳୀ-ଗୁରୁଗ୍ରାମ ବର୍ଡର ସିଲ୍‌

ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟକୁ ଦେଖି ଏବେ ଗୁରୁଗ୍ରାମ ସୀମାକୁ ସିଲ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଭଳି ସ୍ଥିତିରେ କେବଳ ସେହି ଲୋକଙ୍କୁ ଯିବାକୁ ଅନୁମତି ଦିଆଯିବ, ଯେଉଁମାନଙ୍କ ପାଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପାସ୍‌ ଜାରି କରାଯାଇଥିବ। ଏନେଇ ଗୁରୁଗ୍ରାମର ଜିଲାପାଳ ଓ ଡେପୁଟି କମିଶନର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଦିଲ୍ଲୀ-ଗୁରୁଗ୍ରାମ ବର୍ଡରକୁ ଶୁକ୍ରବାର ସିଲ୍‌ କରାଯାଇଛି। ଏହାଦ୍ୱାରା ଲୋକଙ୍କ ଯାତାୟତ କମ୍‌ ହେବା ଏବଂ ଯିଏ ଯେଉଁଠି କାର୍ଯ୍ୟ କରୁଛନ୍ତି ସେଠାରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ରାଜ୍ୟରେ ଜରୁରୀ ସେବା ଯୋଗାଉଥିବା ବିଭାଗଗୁଡ଼ିକ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ। ଏଥିସହ ନିଜ ମୋବାଇଲ୍‌ରେ ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ କରି ଏବଂ ଏହାକୁ ବ୍ୟବହାର କରିବା ଜରୁରୀ ରହିବ। ସେହିପରି କାର୍ଯ୍ୟସ୍ଥଳରେ ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri