କରୋନା ଭୟ, ଫିକା ପଡ଼ିଲା ହୋଲି: ଶୁଭେଚ୍ଛା ବାର୍ତ୍ତାରେ ଅଟକିଲା

ଦାରିଙ୍ଗବାଡ଼ି,୧୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ହୋଲିପର୍ବ କେବଳ ଶୁଭେଚ୍ଛା ବାର୍ତ୍ତାରେ ଅଟକି ରହିଛି ।  ଜଣେ ଜଣକୁ ଶୁଭେଚ୍ଛା ବାର୍ତ୍ତାକୁ ସୋସିଆଲ ମିଡିଆରେ ଦେଇ ଘରେ ଚୁପ୍‌ ବସିଛନ୍ତି ।  ସାରା ବିଶ୍ୱରେ କରୋନା ଭୂତାଣୁକୁ ନେଇ ଭୟ ଓ ଆତଙ୍କ ଦେଖାଯାଇଥିବା ବେଳେ ହୋଲି ନ ଖେଳିବା ପାଇଁ ପରାମର୍ଶ ଦିଆଯାଇଛି ।  ଏହାକୁ ନେଇ ଜନସାଧାରଣ ସଚେତନ ହେବା ସହ ଆଗଭଳି ହୋଲି ଖେଳିବାକୁ ପସନ୍ଦ କରିନାହାନ୍ତି ବରଂ ନିଜ ପରିବାର ସହ ଘରେ ସମୟ ଅତିବାହିତ କରିଛନ୍ତି ।  ହୋଲି ଖେଳିଲେ ହୁଏତ କରୋନା ଆକ୍ରାନ୍ତ ହେବା ଭୟ ସମସ୍ତଙ୍କ କ୍ଷେତ୍ରରେ ଦେଖାଯାଇଛି ।  କିଛି ସ୍ଥାନରେ ଏହି ହୋଲି ଯୁବ ଗୋଷ୍ଠୀ ଖେଳିବା ଦେଖିବାକୁ ମିଳିଥିଲେ ମଧ୍ୟ ପୂର୍ବବର୍ଷ ଭଳି ଭିଡ଼ ଦେଖିବାକୁ ମିଳି ନ ଥିଲା ।  ଏକ ପ୍ରକାର ଚଳିତବର୍ଷ ହୋଲି ସମସ୍ତଙ୍କୁ ଫିକା କରିଦେଇଛି ।  ଗାଁ ଦାଣ୍ଡ, ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri