କରୋନା ଭୟ: ଭବାନୀପାଟଣାରେ ବଢୁଛି ମାସ୍କର ଚାହିଦା

ଭବାନୀପାଟଣା,୧୪।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱବାସୀଙ୍କୁ ଘାରିଛି କରୋନା ଚିନ୍ତା। ଏପରିସ୍ଥିତିରେ ଓଡ଼ିଶାରେ କିଛି କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯିବା ପରେ ସବୁଠି ପ୍ରାୟ ଭୟର ବାତାବରଣ ଲାଗିରହିଛି। ସରକାର ମଧ୍ୟ ରୋଗ ନିୟନ୍ତ୍ରଣ ପାଇଁ ବିଭିନ୍ନ ପ୍ରକାର ପ୍ରତିକାର ବ୍ୟବସ୍ଥାକୁ ନେଇ ସଚେତନତା ସୃଷ୍ଟି କରୁଛନ୍ତି। ଏହି କ୍ରମରେ ଭବାନୀପାଟଣା ସହର ସମେତ କଳାହାଣ୍ଡି ଜିଲାରେ ମାସ୍କ ବ୍ୟବହାରକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ସ୍କୁଲ ଛାତ୍ରୀଛାତ୍ରୀ ମାସ୍କ ବ୍ୟବହାର କରୁଛନ୍ତି। ତେବେ କରୋନାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମହାମାରୀ ବୋଲି ଘୋଷଣା କରିବା ପରେ ଏହାକୁ ନେଇ ଯେତିକି ଭୟ ଦେଖାଦେଉଛି ସେତିକି ସଚେତନତା ମଧ୍ୟ ବଢ଼ିଛି। ଜନଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା ସହ ବିଭିନ୍ନ ପ୍ରତିକାରମୂଳକ ପଦକ୍ଷେପ ପାଇଁ ସରକାର ଓ ସ୍ବାସ୍ଥ୍ୟ ବିଭାଗ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଏଣୁ ଲୋକେ ସତର୍କତା ଦୃଷ୍ଟିରୁ ମାସ୍କ ପିନ୍ଧୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବିପଦ ସାଜିଛି ସୁଇଚ୍‌ ଭାଲ ଚାମ୍ବର: ପଥଚାରୀଙ୍କ ପାଇଁ ବିପଦ

ଥୁଆମୂଳ ରାମପୁର, ୭ା୭ (ଦୁର୍ଗା କୀର୍ତ୍ତି):ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ବସୁଧା ଜଳଯୋଗାଣ ଯୋଜନାର ମୁକୁଳା ସୁଇଚ୍‌ ଭାଲ ଚାମ୍ବର ପଥଚାରୀଙ୍କ ପାଇଁ ବିପଦ ସାଜିଛି।…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri