କରୋନା ଭୟ: ରାଜପଥରେ ବସ୍‌ ଅଟକାଇ ୫୧ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ସମସ୍ତ ଯାତ୍ରୀ ସୁସ୍ଥ

ସିମୁଳିଆ,ଛତ୍ରପୁର,୨୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଅଞ୍ଚଳର ୫୧ ଜଣ ତାମିଲନାଡୁରେ ବସବାସ କରୁଥିଲେ। ଶନିବାର ସେମାନେ ଘରୋଇ ବସ୍‌ ସାଡୋ (କେଏଲ୦୭ ସିଟି ୯୫୮୪) ଯୋଗେ ବାଲେଶ୍ୱର ଫେରୁଥିଲେ। ୧୬ ନଂ. ଜାତୀୟ ରାଜପଥର ସିମୁଳିଆ ଥାନା ଅଧୀନ ଜାମୁଝାଡି ନିକଟରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅଟକାଯାଇ ସମସ୍ତ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସମ୍ବିତ କୁମାର ଦାଶ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ପ୍ରଶାସନିକ ଅଧିକାରୀ ରୂପେ ପୋଲିସ ଏଏସ୍‌ଆଇ ଭୁବନାନନ୍ଦ ସେଠୀ, କନିଷ୍ଠ ଏମ୍‌ଭିଆଇ ଦେବାଶିଷ ମଲିକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସମସ୍ତ ଯାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ମାମୁରିଝରଣ ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ମଙ୍ଗଳବାର ସାନହୁଲା ପଞ୍ଚାୟତ ଜୟପୁର ଗ୍ରାମର ମୋହନ...

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି।...

କଣ୍ଟେନମେଣ୍ଟ ଜୋନ୍‌ରେ ପୋଲିସକୁ ପଥର ମାଡ଼

ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ...

ଗଞ୍ଜାମ ଏନ୍‌ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି

ଗଞ୍ଜାମ,୧୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର...

ସମିତିସଭ୍ୟଙ୍କ ଶପଥପାଠର ଭିଡିଓ ଭାଇରାଲ : ବ୍ଲକ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ୧୭ରେ

ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ...

ବାସିଭାତକୁ କେନ୍ଦ୍ରକରି ଉତ୍ତେଜନା

ରୂପ୍‌ସା, ୨୭।୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ସ୍କୁଲ ବାତ୍ୟା ଆଶ୍ରୟସ୍ଥଳୀରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଏଠାରେ ଆଶ୍ରୟ ନେଇଥିବା...

ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ...

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ...

Advertisement
Archives

Model This Week