Posted inଜାତୀୟ

କରୋନା ଭୟ ସତ୍ତ୍ୱେ ଭେଙ୍କଟେଶ୍ୱର ମନ୍ଦିରରେ ହେଲା ବିବାହ

ହାଇଦ୍ରାବାଦ,୨୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ କୌଣସି ସ୍ଥାନରେ ଲୋକେ ଏକାଠି ହେବାକୁ ସରକାର ବାରଣ କରିଛନ୍ତି। ଏହି ସମୟରେ ବିବାହ, ଜନ୍ମଦିନ ଭଳି ଉତ୍ସବ ପାଳନ ନ କରିବାକୁ ଅନୁରୋଧ କରାଯାଇଛି। ହେଲେ ପୂର୍ବରୁ ସ୍ଥିର କରାଯାଇଥିବା ଏକ ବିବାହ ଶୁକ୍ରବାର ଆନ୍ଧ୍ରପ୍ରଦେଶ ତିରୁମାଲାର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଅନୁଷ୍ଠିତ ହୋଇଥିବା ଜଣାପଡିଛି। ଯଦିଓ ମନ୍ଦିର ମଧ୍ୟକୁ କୌଣସି ଭକ୍ତଙ୍କୁ ଯିବାକୁ ଅନୁମତି ପ୍ରଦାନ କରାଯାଉନାହିଁ ଏହାକୁ ଦେଖି କମ୍‌ ଲୋକଙ୍କ ଗହଣରେ ଉକ୍ତ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ ଉତ୍ସବରେ ମାତ୍ର ୬ ଜଣ ଲୋକ ଯୋଗ ଦେଇଥିବା ଜଣାପଡିଛି। ସମସ୍ତେ କରୋନା ସତର୍କତା ମଧ୍ୟ ପାଳନ କରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ରାଜ୍ୟର ଉପନିର୍ବାଚନ ଫଳାଫଳ:୨୬ରେ ଏନ୍‌ଡିଏ, ୧୨ରେ କଂଗ୍ରେସ ବିଜୟୀ

ନୂଆଦିଲ୍ଲୀ,୨୫-୧୦:ଉତ୍ତରପ୍ରଦେଶର ୧୧ ବିଧାନସଭା ଆସନ ସମେତ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୧ ବିଧାନସଭା ଓ ୨ ଲୋକ ସଭା ଆସନ ଲାଗି...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ବିରୋଧୀଙ୍କ ସନ୍ଦେହ

ନୂଆଦିଲ୍ଲୀ,୨୧।୫: ଏନ୍‌ଡିଏ ସରକାର ଗଠନ କରିବ ବୋଲି ସବୁ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ମତ) ଅନୁମାନ କରିବା ପରେ ଉଭୟ ଶାସକ ଓ ବିରୋଧୀ ଶିବିରରେ...

କୃଷକଙ୍କ ପକ୍ଷରୁ ଦେଶବ୍ୟାପୀ ୪ ଘଣ୍ଟିଆ ରେଳ ରୋକ ଆନ୍ଦୋଳନ

ନୂଆଦିଲ୍ଲୀ,୧୮ ।୨: କୃଷକ ସଙ୍ଗଠନ ପକ୍ଷରୁ ଗୁରୁବାର ଦେଶବ୍ୟାପୀ ୪ ଘଣ୍ଟିଆ ରୋଳରୋକ ଆନ୍ଦୋଳନ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ...

ଶିବସେନାର କଂଗ୍ରେସକୁ ଉପଦେଶ: ଅମରିନ୍ଦର-ସିଦ୍ଧୁଙ୍କୁ ଖୋସାମଦ କଲେ ଲାଭ ନାହିଁ ଆବଶ୍ୟକ ଫୁଲ ଟାଇମ ଅଧ୍ୟକ୍ଷ

ମୁମ୍ବାଇ,୧ ।୧୦: ପଞ୍ଜାବ କଂଗ୍ରେସରେ ଲାଗି ରହିଥିବା କଳହ ସାଙ୍ଗକୁ ସାରା ଦେଶରେ କଂଗ୍ରେସର ସ୍ଥିତି କିଛି ଭଲ ନ ଥିବା ବେଳେ ଏବେ ଦଳକୁ...

ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ: ୧୦ ନବଜାତ ଶିଶୁ ମୃତ

ଭଣ୍ଡାରା,୯।୧: ମହାରାଷ୍ଟ୍ରର ଭଣ୍ଡାରା ଜିଲାରେ ଥିବା ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଅଗ୍ନିକାଣ୍ଡ ଯୋଗୁ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଥିବା...

ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି

ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର...

ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଖୁସିରେ ନାଚିଲେ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୨: ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଅଫିସ୍‌ରେ ଖୁସିରେ ନାଚୁ ଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

କେନ୍ଦ୍ର ସରକାରଙ୍କୁ ତାଗିଦ କଲେ ହାଇକୋର୍ଟ: ତମେ ଅନ୍ଧ ହୋଇପାର, ଆମେ ନୁହେଁ

ନୂଆଦିଲ୍ଲୀ,୪।୫: କରୋନା ମହାମାରୀ ଦେଶରେ ବିପର୍ଯ୍ୟସ୍ତ ଅବସ୍ଥା ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀ ସମେତ ସାରା ଦେଶରେ ଅମ୍ଳଜାନର ଅଭାବ ଜାରି ରହିଛି। ମଙ୍ଗଳବାର ଦିଲ୍ଲୀ...

Advertisement
Archives

Model This Week