କରୋନା ଭୟ: ୫୪ ହଜାର କଏଦୀଙ୍କୁ ମୁକ୍ତ କଲା ଇରାନ

ତେହେରାନ୍‌,୪।୩ : କରୋନା ଆତଙ୍କରେ ଇରାନ ସରକାର ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୨୩ ସାଂସଦଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇସାରିଛି। ସୁରକ୍ଷା ଦୃଷ୍ଟିରୁ ସରକାର ୫୪ ହଜାର କଏଦୀଙ୍କୁ ମୁକ୍ତ କରିଛନ୍ତି। ତେବେ ୫ ବର୍ଷରୁ କମ ସମୟ ଜେଲରେ ବିତାଇଥିବା କଏଦୀଙ୍କୁ ମୁକ୍ତ କରାଯାଇ ନ ଥିବା ନ୍ୟାୟପାଳିକା ପ୍ରବକ୍ତା ଘୋଲମ ହୁସେନ ଇସମାଇଲ୍‌ କହିଛନ୍ତି। ମୁକ୍ତ ହୋଇଥିବା ସମସ୍ତ କଏଦୀଙ୍କଠାରେ କରୋନା ସଂକ୍ରମଣ ନ ଥିବା ସେ ସୂଚନା ଦେଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri