କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍‌ ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ

ନିଆଳି,୬।୫(ଡି.ଏନ୍‌.ଏ.): କଟକ ନିଆଳି ବ୍ଲକ ଦେବୀକନ୍ଦଳ ଦ୍ୱୀପାଞ୍ଚଳର ଅଳତଳଙ୍ଗ ଗାଁରେ  ସନସାଇନ୍‌ ୟୁଥ୍‌ କ୍ଲବ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍‌ କ୍ଲବ ପକ୍ଷରୁ ଗାଁରେ ସଫେଇ କରାଯିବା ସହ ବିଶୋଧନ ସିଞ୍ଚନ ଓ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଏକ ଟ୍ୟାଙ୍କରରେ ବିଶୋଧନ ସାମଗ୍ରୀ ନେଇ ବିଭିନ୍ନ ସାହି, ଛକ, ବିଦ୍ୟାଳୟ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଓ ରାସ୍ତାକୁ ସିଞ୍ଚନ କରାଯାଇଥିଲା। ଏହାପରେ ‘ଆମ ଗାଁ, ଆମ କଥା’ର ସଭାପତି ଅବିନାଶ ଦାସ ଓ କୋଷାଧ୍ୟକ୍ଷ ସନ୍ତୋଷ ଦାସଙ୍କ ଦ୍ୱାରା ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri