କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା ପ୍ରତିପକ୍ଷ ଜି ଜିନ୍‌ପିଙ୍ଗ୍‌ ଏନେଇ ମୁହାଁମୁହିଁ ହୋଇଛନ୍ତି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଗେବ୍ରେୟେସିଏସ୍‌ କହିଛନ୍ତି ଯେ, ସାରା ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଥିବାବେଳେ ସଭିଏଁ ମିଳିତ ଭାବେ ଏହାର ମୁକାବିଲା ଲାଗି ଅଣ୍ଟା ଭିଡ଼ିବା ଆବଶ୍ୟକ। ଏଭଳିସ୍ଥଳେ କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ ରଖିବାକୁ ପଡ଼ିବ ବୋଲି ସେ ଆମେରିକା-ଚାଇନା ଉଦ୍ଦେଶ୍ୟରେ କହିଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ପକ୍ଷପାତିତା କରୁଥିବା ଆମେରିକା ମଧ୍ୟ ଅଭିଯୋଗ କରିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା...

ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି।...

ଭାରତ-ଫ୍ରାନ୍ସ ରଣନୀତିକ ଚୁକ୍ତି ନେଇ ଆଲୋଚନା…

ନୂଆଦିଲ୍ଲୀ/ପ୍ୟାରିସ, ୩୧।୮ : ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ରଣନୀତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ପାଇଁ ମଙ୍ଗଳବାର ପ୍ୟାରିସରେ ଏକ ଆଲୋଚନା ହୋଇଥିଲା। ମିଳିତ...

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌...

କରୋନା ଟିକା ନେଇ ଯୁବତୀ ହେଲେ କୋଟିପତି

ସିଡନୀ,୮।୧୧:କରୋନା ମହାମାରୀକୁ ଏଡାଇବା ପାଇଁ ଟିକା ନେବା ଜରୁରୀ। ପ୍ରାୟ ପ୍ରତ୍ୟେକ ଦେଶର ସରକାର ଏହାର ନାଗରିକମାନଙ୍କୁ ଏହି ପ୍ରକାରର ବାର୍ତ୍ତା ଦେଉଛନ୍ତି। ଟିକା ନେବା...

ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !

ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ...

ୟୁକ୍ରେନ ପାଇଁ ୫ଶହ ମିଲିୟନ୍‌ ଡଲାର ପ୍ରତିରକ୍ଷା ପ୍ୟାକେଜ୍‌ ଘୋଷଣା କଲେ ବାଇଡେନ୍‌

କିଭ୍‌,୨୦।୨: ୟୁକ୍ରେନ-ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଏକ ବର୍ଷ ପୂର୍ତ୍ତି ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାର କିଭ୍‌ ଗସ୍ତ କରିିଛନ୍ତି। ୟୁକ୍ରେନ୍‌ର...

ଆବଶ୍ୟକ ପଡ଼ିଲେ ଇମ୍ରାନଙ୍କୁ ଆମ୍ବୁଲାନ୍ସରେ ହାଜର କରାଅ: ଲାହୋର କୋର୍ଟ…

ଇସଲାମାବାଦ,୧୬।୨ : ଲାହୋର ହାଇକୋର୍ଟ (ଏଲଏଚସି) ନିର୍ଦ୍ଦେଶ ଦେଇଛନ୍ତି ଯେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ ଆହତ ହୋଇଥିଳେ ବି ତାଙ୍କୁ ଆମ୍ବୁଲାନ୍ସରେ...

Advertisement
Archives

Model This Week