କରୋନା ମହାମାରୀ ବେଲଗାମ: ମୃତ୍ୟୁ ସଂଖ୍ୟା ୩୬୧ ଛୁଇଁଲା;୨୪ ଘଣ୍ଟାରେ ୨୦୧୩ ଜଣ ସଂକ୍ରମିତ

ବେଜିଂ,୩।୨: ଚାଇନାର ବୁହାନରେ କରୋନା ମହାମାରୀ ବେଲଗାମ ହେବାରେ ଲାଗିଛି। ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୨୦୧୩ ଜଣ ସଂକ୍ରମିତ ହୋଇଥିବା ସ୍ଥାନୀୟ ପ୍ରଶାସନ କହିଛି। ୧୬ ହଜାର ୬୦୦ ଲୋକଙ୍କଠାରେ ଏହି ଭୁତାଣୁ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୯ ହଜାର ୬ ଶହ୧୮ଙ୍କୁ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ୪୭୮ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ

ଢାକା,୨୧ା୧୦: ମୁସ୍‌ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ...

ବେଲ୍ଟ ଆଣ୍ଡ ରୋଡ୍‌ର ରିବ୍ରାଣ୍ଡିଂ କରୁଛି ଚାଇନା

ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍‌ ବେଟର ଓ୍ବାଲର୍‌ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌...

ପରସ୍ପରକୁ ଆଖି ଦେଖାଇଲେ ଚାଇନା-ଆମେରିକା

ଓ୍ବାଶିଂଟନ୍‌,୧୯।୩: ଆମେରିକାରେ ନୂତନ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଚାଇନା ସହିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଦୁଇ...

‘ଏଲେକ୍ସ’ ଘୂର୍ଣ୍ଣିଝଡ଼କୁ ନ୍ୟୁକ୍ଲିୟର ବମ୍‌ରେ ଉଡାଇଦେବାକୁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କେତେବେଳେ କ’ଣ କୁହନ୍ତି ତା’ର କିଛି ଠିକଣା ନ ଥାଏ। ସେଥିପାଇଁ ସେ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ। ଏବେ...

କୋଭିଡ୍‌ ହସ୍ପିଟାଲରେ ନିଆଁ, ଜଳିଗଲେ ୫୦ ଆକ୍ରାନ୍ତ…

ବାଗଦାଦ୍‌,୧୩।୭: କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫୦ ଜଣ ଆକ୍ରାନ୍ତ ଜଳି ଯାଇଛନ୍ତି। ଇରାକ୍‌ର ଦକ୍ଷିଣରେ ଥିବା ନସିରିଆ ସହରରେ ଥିବା ଏକ ହସ୍ପିଟାଲରେ ଏଭଳି...

ସ୍ବର ଚପାଇ ପାରିବନି ସେନା

ୟାଙ୍ଗୁନ୍‌, ୭।୨: ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ବିରୋଧରେ ଆନ୍ଦୋଳନ ତେଜିବାରେ ଲାଗିଛି। ଶନିବାର ଏଠାରେ ସବୁଠୁ ବଡ଼ ବିକ୍ଷୋଭ ଦେଖିବାକୁ ମିଳିଥିଲା। ନୂଆ ସାମରିକ ଶାସନ...

ହୀରା ଭିତରେ ୮୦ କୋଟି ବର୍ଷ ତଳର ପୁରୁଣା ହୀରା…

ମସ୍କୋ,୧୩।୭: ପ୍ରକୃତିର ସୃଷ୍ଟି ଅତି ବିଚିତ୍ରମୟ। ଏବେ ରୁଷିଆରେ ମିଳିଥିବା ଏକ ହୀରାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଏହି ହୀରା ଭିତରେ...

ଅଷ୍ଟ୍ରେଲିଆର ପରିବେଶ ସ୍ବାଭାବିକ ହେବାକୁ ଲାଗିବ ୧୦୦ ବର୍ଷରୁ ଅଧିକ ସମୟ

ସିଡ୍‌ନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପରିବେଶ ନଷ୍ଟ ହୋଇଯାଇଛି। ପୁଣିଥିରେ ନୂଆ ଜଙ୍ଗଲ ସୃଷ୍ଟି ହୋଇ ସ୍ଥିତି ସ୍ବାଭାବିକ ହେବାକୁ ୧୦୦ ବର୍ଷରୁ...

Advertisement
Archives

Model This Week