କରୋନା ମୁକାବିଲାକୁ ନେଇ ବଡ଼ ନିଷ୍ପତ୍ତି: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ/ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ଏଥିପାଇଁ କେବଳ ସେବାୟତମାନେ ହିଁ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ୍‌ କୁମାର କହିଛନ୍ତି।

ଗତ ୧୬ ତାରିଖଠାରୁ ଶ୍ରୀମନ୍ଦିର ପାଇଁ କଟକଣା ଜାରି କରାଯାଇଥିଲା। ଭକ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ ଥିବାବେଳେ ଦେଢ଼ମିଟର ବ୍ୟବଧାନ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଏହି ୩ଦିନରେ ଭକ୍ତଙ୍କ ସଂଖ୍ୟା କମିଥିବା ବେଳେ ଶ୍ରୀମନ୍ଦିର ହୁଣ୍ଡିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଶେଷରେ ମନ୍ଦିର ପ୍ରଶାସନ ୩୧ ତାରିଖ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri