କରୋନା ମୁକାବିଲାର ସମୀକ୍ଷା କଲେ ବିଧାୟକ

ଅନୁଗୋଳ ଅଫିସ, ୨୬।୪ – କରୋନାର ମୁକାବିଲା ନିମନ୍ତେ ଅନୁଗୋଳ ଜିଲା ପ୍ରଶାସନ କିଭଳି ପଦକ୍ଷେପ ନେଇଛି ସେ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଶନିବାର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ୍‌ଠାରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି, ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ପ୍ରାକ୍‌ ଆକଳନ ଅନୁଯାୟୀ ରାଜ୍ୟ ବାହାରେ ଥିବା ୧୫ରୁ ୧୭ ହଜାର ଓଡ଼ିଆ ଜିଲାକୁ ଫେରି ଆସିବାର ସମ୍ଭାବନା ରହିଛି। ତେଣୁ ସମସ୍ତଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରିବା ସହ ଆସନ୍ତା ୫ ତାରିଖ ସୁଦ୍ଧା ଏ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା ଶେଷ କରିବାକୁ ବିଧାୟକ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍‌ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ

ବିନିକା, ୨୪ା୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍‌ ବାସ୍‌...

ଦଳ ବିରୋଧୀ କାର୍ଯ୍ୟ ଯୋଗୁ ନିଲମ୍ବିତ ହେଲେ ବ୍ଲକ ବିଜେଡି ସଭାପତି

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ବିଜେଡି ସଭାପତି ମନ୍ମଥ ରାଉତଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ପ୍ରେସ ରିଲିଜ ଜରିଆରେ...

୩ ଲକ୍‌ଡାଉନ୍‌ ନିୟମ ଊଲ୍ଲଂଘନକାରୀଙ୍କ ନାମରେ ମାମଲା

ବନ୍ତ, ୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍‌ ଡାଉନ୍‌ ଆଇନ...

ବକେୟା ବିଦ୍ୟୁତ୍‌ ବିଲ ଆଦାୟ ନାଁରେ ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧।୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାୟବ କରି ଦେଉଛନ୍ତି।...

ଶିକ୍ଷାନୀତିର ପରିବର୍ତ୍ତନ ଜରୁରୀ: ଅନନ୍ତ

ଭୋଗରାଇ, ୫।୮(ଡି.ଏନ.ଏ.)- ଶିକ୍ଷାନୀତିର ପରିବର୍ତ୍ତନ କରାଯାଇ ସାରାଦେଶରେ ଏକକ ପରୀକ୍ଷା କରାଯିବା ଜରୁରୀ ହୋଇପଡ଼ିଛି। ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ ସ୍ତରରେ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା...

ସାଙ୍ଗ ଆଗରେ ଚାଲିଗଲା ଜୀବନ

ଭଞ୍ଜନଗର,୧୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ଗାମୁଣ୍ଡି-ଭାଲିଆଖାଇ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟି ଥିବା ବେଳେ ଅନ୍ୟ...

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ...

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ...

Advertisement
Archives

Model This Week