କରୋନା ମୁକାବିଲା: ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୧୬।୪(ବ୍ୟୁରୋ): ମହାମାରୀ କରୋନା ସମଗ୍ର ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ପ୍ରକୋପ ଓଡ଼ିଶା ଉପରେ ପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ପ୍ରଭାବରେ ଓଡ଼ିଶାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୯ଜଣ ଅସୁସ୍ଥ ଅଛନ୍ତି। ୧୯ଜଣ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। । ଏଭଳି ପରିସ୍ଥିତିରେ ଆମକୁ ଆହୁରି ସତର୍କ ରହିବାକୁ ପଡ଼ିବ। ଏ ନେଇ ଗୁରୁବାର ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ସୁରେଶ ମହାପାତ୍ର।
ସେ କହିଛନ୍ତି, କରୋନା ସ୍ଥିତିକୁ ଦେଖି ସରକାର ଏକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାକୁ ଲୋକେ ମାନିଥିବାରୁ ଏବେ ଓଡ଼ିଶାରେ କରୋନା ଆୟତ୍ତରେ ରହିଛି। ଆଗାମୀ ଦିନରେ ଲୋକମାନେ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ଭାବେ ମାନିବାକୁ ଅନୁରୋଧ। କାରଣ ଆଗାମୀ ୮ରୁ ୧୦ ଦିନ ଆମ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ଶତ୍ରୁତାକୁ ନେଇ କନଷ୍ଟେବଳଙ୍କୁ ଜାଳିଦେଇଥିଲେ ୨ ଭାଇ

ବାଉଁଶୁଣୀ,୩ା୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ମଲ୍ଲିକପଡ଼ା ଗ୍ରାମରେ ପାରିବାରିକ ଶତ୍ରୁତା ଯୋଗୁ ସାନଭାଇ କନଷ୍ଟେବଳଙ୍କୁ ନିଆଁରେ ପୋଡି ହତ୍ୟା କରିବା ଘଟଣାରେ ପୋଲିସ...

ଆକସ୍ମିକ ଭାବେ ଅପସରି ଗଲେ

କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍‌ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ।...

ଶିକ୍ଷାଗତ ଯୋଗ୍ୟତାର ଭୁଲ୍‌ ତଥ୍ୟ ରଖିଛନ୍ତି ଅନୁଭବ: କଂଗ୍ରେସ

ଭୁବନେଶ୍ୱର,୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରମାଣ ଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ୨୦୧୪ ରାଜ୍ୟ ସଭା...

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨...

ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ...

୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭...

ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକ

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଏକ ପ୍ରଶାସନିକସ୍ତରୀୟ ବୈଠକ ନୂତନ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ...

ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ...

Advertisement
Archives

Model This Week