କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ସହ ଆସନ୍ତା ୨୨ରେ ଜନତା କର୍ଫ୍ୟୁ ପାଇଁ ଡାକରା ଦେଇଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅସାଧାରଣ ସମୟରେ ଅସାଧାରଣ କାର୍ଯ୍ୟର ଆବଶ୍ୟକତା ରହିଛି। ମାନବ ସଭ୍ୟତା ପାଇଁ କରୋନା ଏକ ଭୟାନକ ଚ୍ୟାଲେଞ୍ଜ। ତେଣୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ବାନକୁ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି

ଖୋର୍ଦ୍ଧା ଅଫିସ,୩୦ା୧:  ଖୋର୍ଦ୍ଧା ମ୍ୟୁନିସିପାଲିଟିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବାର ମୁଖ୍ୟମନ୍ତ୍ରୀ ଓ ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଆବାସ ଯୋଜନାରେ...

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ...

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ...

ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି :ବଛ୍‌ରେ ହେଲା ପରହର ଘରେ ମୁଡ଼ ଗୁଁଜିଛନ୍‌

  ଅତାବିରା, ୧୦।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରକେ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ...

ପଦ୍ମପୁର ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ...

‘ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ପ୍ରଥମ’

ଜଗତ୍‌ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ...

ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ...

Advertisement
Archives

Model This Week