କରୋନା ମୁକାବିଲା ଚିନ୍ତା: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌; ଏସ୍‌ସିବିରେ କରୁଛନ୍ତି ପରିସ୍ଥିତି ଅନୁଧ୍ୟାନ

କଟକ ଅଫିସ,୬।୨: ସାରା ବିଶ୍ୱରେ ପ୍ରାଣଘାତକ କରୋନା ଭୂତାଣୁ ଆତଙ୍କ ଖେଳାଇଥିବା ବେଳେ ଭାରତର କେରଳରେ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛି। ଓଡ଼ିଶାରେ ମଧ୍ୟ କିଛି ରୋଗୀଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଟିମ୍‌ ଗୁରୁବାର ଏସ୍‌ସିବି ପରିଦର୍ଶନ କରିଛନ୍ତି। ସେଠାରେ ଟିମ୍‌ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ କରୋନା ମୁକାବିଲା ନେଇ ପ୍ରସ୍ତୁତିର ଅନୁଧ୍ୟାନ କରୁଥିବା ସୂଚନା ମିଳିଛି।

ପ୍ରକାଶ ଯେ, କରୋନା ଭୂତାଣୁ ମୃତ୍ୟୁସଂଖ୍ୟା ଅଦ୍ୟାବଧି ୫୫୦ ଟପି ସାରିଲାଣି। ଭାରତର କେରଳରେ ଦୁଇଜଣ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେହିଭଳି ଓଡ଼ିଶାର ଜଣେ ଛାତ୍ର କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଥିଲା। ହେଲେ ତାଙ୍କ ରକ୍ତ ନମୁନା ରିପୋର୍ଟ ନେଗେଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାର ଖାଉଟି, ସଂକ୍ରମଣକୁ ଦୃଷ୍ଟିରେ ରଖି ଦିନକୁ ନୁହେଁ ସପ୍ତାହକୁ ଦୁଇଥର ବଜାରକୁ ଯାଆନ୍ତୁ: ସୁରେନ୍ଦ୍ର କୁମାର

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଲକ୍‌ଡାଉନ୍‌ ସ୍ଥିତିରେ ସାରା ଓଡ଼ିଶାର ଜନସାଧାରଣଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ ନିମନ୍ତେ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା କରୁଛନ୍ତି। ଏ...

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ଗଞ୍ଜାମ କଂଗ୍ରେସର ବିରୋଧ

ବ୍ରହ୍ମପୁର ଅଫିସ,୬ା୨-ବିଜୁଳି ଶୁଳ୍କ ବୃଦ୍ଧି ପାଇଁ ବିତରକ ସଂସ୍ଥାଗୁଡ଼ିକ ଜୋରସର ପ୍ରୟାସ ଚଳାଇଛନ୍ତି। ସେଥିପାଇଁ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଗତ ସୋମବାରରୁ ଶୁଣାଣି...

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଗଞ୍ଜେଇ, କଫ୍‌ ସିରପ୍‌ ଚାଲାଣ ବେଳେ ଠାବ: ପିସ୍ତଲ, ଗୁଳି ଜବତ, ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୧।୩: ବରଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଓ ବରପାଲି ଥାନା ପୋଲିସ ଶନିବାର କଫ ସିରପ ଏବଂ ଗଞ୍ଜେଇ ଚାଲାଣ ହେଉଥିବା ବେଳେ...

୨୫ରୁ ଊର୍ଦ୍ଧ୍ୱ ଦିନ ହେବ ଏଟିଏମ୍‌ ଅଚଳ: ୬ ପଞ୍ଚାୟତ ଲୋକେ ହନ୍ତସନ୍ତ

ମାଧପୁର, ୧୭।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ବଜାର ଉପକଣ୍ଠରେ ଥିବା ଏକମାତ୍ର ଗ୍ରାମ୍ୟବ୍ୟାଙ୍କ ଏଟିଏମ୍‌ ଦୀର୍ଘ ୨୫ ଦିନରୁ ଊର୍ଦ୍ଧ୍ୱ ହେବ...

ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ : ୬ମାସ ପରେ ଗଠନ ହେଲା ନାକ୍‌ କମିଟି

ଯାଜପୁରରୋଡ,୭ା୬(ନି.ପ୍ର)- ଯାଜପୁର ରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପ୍ରମୁଖ ମହାବିଦ୍ୟାଳୟ ଭାବେ ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଛି। ମାତ୍ର ଏବେ ମହାବିଦ୍ୟାଳୟର...

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ...

Coronavirus Update


Archives

Model This Week

Why Dharitri