କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ ଜିଲା ଆୟୁର୍ବେଦିକ ମେଡିକାଲ ଅଫିସର ଓ ହୋମିଓପାଥିକ ଅଫିସରଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ହସ୍ପିଟାଲରେ ନିୟୋଜିତ ଡାକ୍ତର, ଶେଷ ବର୍ଷ, ତୃତୀୟ ବର୍ଷର ପିଜି ଓ ୟୁଜି ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମାଟେରିଆଲ ଯୋଗାଇ ଦେବ। ତେବେ ମୋଟ ପ୍ରାୟ ୧୬୨୦ଜଣଙ୍କ ତାଲିମ ଦେବାକୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌...

୩ ଝିଅଙ୍କୁ ହତ୍ୟା କରି ବାପାଙ୍କ ଆତ୍ମହତ୍ୟା

କେନ୍ଦୁଝର/ ଆନନ୍ଦପୁର,୧୫ା୬( ସ୍ବ.ପ୍ର.) :କେନ୍ଦୁଝର ଜିଲା ଆନନ୍ଦପୁର ଥାନାଠାରୁ ୪୦ କି.ମି. ଦୂର ଉଲିିବସା ଗ୍ରାମର ଏକ ଘରୁ ଶୁକ୍ରବାର ୩ରୁ ୯ ବର୍ଷ ବୟସର...

ହୋଲିକୁ ଫିକାକଲା କରୋନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍‌ଧାମରେ ରଙ୍ଗ...

ରାଜ୍ୟକୁ ମିଳୁନି ଜିଏସ୍‌ଟି କ୍ଷତିପୂରଣ

ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବକେୟା। କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର...

ଶିଶୁଙ୍କୁ ସମ୍ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ଶିଶୁଙ୍କୁ ସମ୍ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ଆଗରେ ରହିଛି। ଏ କ୍ଷେତ୍ରରେ ଓଡ଼ିଶାର ହାର ଦେଶରେ ସର୍ବାଧିକ ରହିଥିବାବେଳେ ଜାତୀୟ ହାରଠାରୁ ମଧ୍ୟ ଅଧିକ। ଦେଶରେ...

ଭାକ୍ସିନ୍‌ କିଣା-ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍‌ କେୟାର୍ସ ଫଣ୍ଡ୍‌: ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍‌ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ...

ତ୍ରିନିଦାଦ ଆଣ୍ଡ୍‌ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ

ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍‌ଏସ୍‌ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ...

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା କଟକଣା କୋହଳ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗିଥିବା...

Advertisement
Archives

Model This Week