କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ସେ ଏ ନେଇ ୩୦ହଜାର ଟଙ୍କାର ଏକ ଚେକ୍‌ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଶୁକ୍ରବାର ପ୍ରଦାନ କରିଥିଲେ । ଏହା ସହିତ ଲକ୍‌ ଡାଉନ୍‌ ସମୟରେ ବିଦ୍ୟୁତ ବିଭ୍ରାଟ, ପାନୀୟଜଳ ସଂକଟ, ନଳକୂପ ମରାମତି, ପରିବା ଓ ଦୁଗ୍ଧ ପରିବହନ, ସାମାଜିକ ଓ ଖାଦ୍ୟ ସୁରକ୍ଷା ପାଇଁ ଆସୁଥିବା ଅର୍ଥର ସୂଚାରୁ ବଣ୍ଟନ, ଦରଦାମ ନିୟନ୍ତ୍ରଣ, ସାମାଜିକ ଦୂରତା ଅବଳମ୍ବନ ଆଦି ଉପରେ ନେପାକ ଜିଲାପାଳ ପ୍ରଧାନଙ୍କ ସହିତ ଆଲୋଚନା ମଧ୍ୟ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରିବ ଯାତ୍ରା, ନିଜସ୍ବ ମନ୍ଦିରକୁ ବାହୁଡ଼ିବେ ମା’

ବ୍ରହ୍ମପୁର ଅଫିସ,୨୯ା୪-ମାସାଧିକ ସମୟ ଧରି ଅନୁଷ୍ଠିତ ହୋଇଥିବା ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ସୋମବାର ଶେଷ ହେବ।   ରବିବାର ଥିଲା ମା’ଙ୍କ ଯାତ୍ରାର...

ଅନୁଗୋଳର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ଜଗମୋହନ ମୀନା: କହିଲେ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା

ଅନୁଗୋଳ ଅଫିସ,୨୩।୮: ଅନୁଗୋଳର ନୂତନ ଏସ୍‌ପି ଭାବେ ୨୦୧୩ ବ୍ୟାଚର ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ବିଦାୟୀ...

କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ...

ଶ୍ମଶାନରେ ଚେକ୍‌ଡ୍ୟାମ ନିର୍ମାଣକୁ ବିରୋଧ

ବଇଣ୍ଡା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତ ଧୁଣ୍ଡି ଗ୍ରାମର ଶ୍ମଶାନରେ ଚେକଡ୍ୟାମ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ଚିହ୍ନଟ...

ବାଲିଘାଟ ନିଲାମ ନେଇ ତତ୍ପରତା: କ୍ଷେତ୍ର ପରିଦର୍ଶନ କଲେ ତହସିଲଦାର

ବନ୍ତ,୧୫।୫(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ସାଳନ୍ଦୀ ନଦୀର ବିଭିନ୍ନ ବାଲିଘାଟ ନିଲାମ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ତହସିଲଦାର ଇନ୍ଦିରା ସାହୁ ଖଣି...

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି...

ଆଶାୟୀଙ୍କ ଆମରଣ ଅନଶନ: ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ବାରିପଦା ଅଫିସ,୨୮ା୫- କୋଭିଡ୍‌-୧୯ ପାଇଁ ସ୍ବତନ୍ତ୍ର ଭାବେ ନିଯୁକ୍ତି ପାଇଥିବା ମଲ୍ଟି ପ୍ରପୋଜ ହେଲଥ୍‌ ୱାର୍କର ( ସ୍ବାସ୍ଥ୍ୟ କର୍ମୀ) ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ...

ଉଦ୍ଧାର ହାତୀ ଛୁଆଙ୍କୁ ନେଇ ଚିନ୍ତାରେ ବନ ବିଭାଗ

ଢେଙ୍କାନାଳ ଅଫିସ,୬ା୮ ଢେଙ୍କାନାଳ ଜିଲାରେ ବିଭିନ୍ନ ଜଙ୍ଗଲରୁ ଉଦ୍ଧାର ହେଉଥିବା ହାତୀ ଛୁଆଙ୍କୁ ନେଇ ବନ ବିଭାଗର ଚିନ୍ତା ବଢୁଛି। ଉଦ୍ଧାର ହାତୀ ଛୁଆଙ୍କୁ ସୁରକ୍ଷିତ...

Advertisement
Archives

Model This Week