କରୋନା ମୁକାବିଲା ନେଇ ଜିଲାପାଳଙ୍କ ସହ କଥାହେଲେ ରାଜ୍ୟପାଳ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା ମୁକାବିଲା ନେଇ କୋରାପୁଟ, ଗଜପତି, ନୂଆପଡ଼ା, ନବରଙ୍ଗପୁର ଆଦି ଜିଲାପାଳଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ ସୋମବାର କଥା ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ସେ ବୁଝାଇଥିବା ଜଣାପଡ଼ିଛି। ଅତି ଗୁରୁତ୍ୱର ସହ ଘଟଣାକୁ ନେଇ କାର୍ଯ୍ୟ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।
ପ୍ରକାଶ ଯେ, ଗତ ୨୮ ତାରିଖରେ ପୁରୀ, କଟକ, ଖୋର୍ଦ୍ଧା ଜିଲାପାଳଙ୍କ ସହ ରାଜ୍ୟପାଳ କଥା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିପଦ: ମିଳିଲା କରୋନାର ନୂଆ ଭୂତାଣୁ ଖୋସ୍ତା-୨, ଟିକା ବି କାମଦେବନି…

ଓ୍ବାଶିଂଟନ, ୨୫।୯ : କରୋନା ମହାମାରୀର ସଂକ୍ରମଣ ବର୍ତ୍ତମାନ ପୃଥିବୀର ଅଧିକାଂଶ ସ୍ଥାନରେ ମନ୍ଥର ହୋଇଯାଇଛି। ତେବେ ଏପରିସ୍ଥଳେ, ଆସୁଥିବା ଖବର ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତାକୁ...

ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ...

ପୌରସଂସ୍ଥାକୁ ପ୍ରଦୂଷଣ ଜରିମାନା

ଭୁବନେଶ୍ୱର, ୯ା୧୦(ବ୍ୟୁରୋ):ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ବର୍ଜ୍ୟବସ୍ତୁ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଶିଳ୍ପ ବର୍ଜ୍ୟବସ୍ତୁ ଏବଂ ନଦୀ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍‌...

ମନ୍ତ୍ରୀସ୍ତରୀୟ ବୈଠକରେ କୋଭିଡ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ସଂକଳ୍ପ ପାରିତ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ସମ୍ମୁଖ ଯୋଦ୍ଧାଙ୍କ ପାଇଁ ମନ୍ତ୍ରୀସ୍ତରୀୟ ବୈଠକରେ ସର୍ବସମ୍ମତିରେ ସଂକଳ୍ପ ପାରିତ ହୋଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି...

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ...

ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଯୋଡ଼ା, ,୨୧।୬ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ରବିବାର ମୌସୁମୀର ପ୍ରଥମ ବର୍ଷା ହୋଇଛି। ଫଳରେ ଲୋକେ ପ୍ରବଳ ଗରମରୁ ତ୍ରାହି ପାଇଥିବା ବେଳେ...

କାଣୀ ନଦୀବନ୍ଧରେ ଶହେ ଫୁଟର ଘାଇ

ଯାଜପୁର ଅଫିସ/ଦଶରଥପୁର/ଝୁମ୍ପୁରୀ,୧୭ା୮(ଡି.ଏନ.ଏ.): ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧ଶହ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି...

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍‌ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ...

Advertisement
Archives

Model This Week