କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ବି ପ୍ରଧାନନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ବୈଠକରେ କ’ଣ ନିଷ୍ପତ୍ତି ନିଆଗଲା ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ । ଏଥିନିମନ୍ତେ ଖୋର୍ଦ୍ଧା ଜିଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ବୁଧବାର ଓ ଗୁରୁବାର...

ଆପରାଧିକ ମାମଲା ରୁଜୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଜୁ ସେତୁ ଯୋଜନାରେ ବଲାଙ୍ଗୀର ଜିଲା ସୁକତେଲ ନଦୀ ଉପରେ ନିର୍ମାଣାଧୀନ ପୋଲର ୪ ନମ୍ବର ସ୍ପାନ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ...

ପୋଲିସ ଚାକିରି କରାଇ ଦେବାକୁ କହି ଠକିଥିଲେ ୩୮ ଜଣଙ୍କୁ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ନିଜକୁ ଗୃହ ବିଭାଗର ଜଣେ ବଡ ଅଧିକାରୀ ବୋଲି ପରିଚୟ ଦେଇଥିଲେ। ନେତା, ମନ୍ତ୍ରୀଙ୍କ ସହ ସମ୍ପର୍କ ଅଛି। ଟଙ୍କା ଦେଲେ ପୋଲିସରେ ଚାକିରି...

୩ ବର୍ଷରେ ଓଏସ୍‌ଏଫ୍‌ଡିସି ଏସ୍‌ସି,ଏସ୍‌ଟି ଯୁବତୀଯୁବକଙ୍କୁ ୨୧୪୧.୪୬ ଲକ୍ଷ ଟଙ୍କା ସବ୍‌ସିଡି ଦେଇଛି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ତଥା ଅନ୍ୟ ଜିଲାରେ ବାସ କରୁଥିବା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଯୁବତୀଯୁବକ ଏବଂ ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଆତ୍ମନିଯୁକ୍ତି ପାଇଁ...

କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍‌ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି...

ନନ୍ଦନକାନନ କାର୍ଯ୍ୟ ଅନୁଧ୍ୟାନ କଲେ କାମ୍ପା ପ୍ରତିନିଧି

ବାରଙ୍ଗ,୨୦ା୨(ଡି.ଏନ୍‌.ଏ.): ନନ୍ଦନକାନନରେ ହେଉଥିବା ବିଭିନ୍ନ ଟେଣ୍ଡର ଓ ନିର୍ମାଣ କାର୍ଯ୍ୟଗୁଡ଼ିକରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଗତ ବୁଧବାର ଭିଜିଲାନ୍ସର ଦୁଇଜଣିଆ ଟିମ ଆସି...

୧୫ ଲକ୍ଷ ଡୋଜ୍‌ ଟିକା ଦେବାକୁ କେନ୍ଦ୍ରକୁ ଅନୁରୋଧ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ଜୋରସୋରରେ ଚାଲିଛି। ତୁରନ୍ତ ୧୫ ଲକ୍ଷ କୋଭିଶିଲ୍ଡ ଡୋଜ୍‌ ଓଡ଼ିଶାକୁ ପଠାଇବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ନିଲମ୍ବନ ପରେ ଚାକିରିରୁ ବିଦା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ...

Advertisement
Archives

Model This Week