କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ବି ପ୍ରଧାନନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ବୈଠକରେ କ’ଣ ନିଷ୍ପତ୍ତି ନିଆଗଲା ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କ କଥାରେ ରହୁନି ତାଳମେଳ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରଉଚରା କରୁଛି...

ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୭ା୧୨: ଏଣିକି ଶ୍ରୀମନ୍ଦିରରେ ସ୍ମାର୍ଟଫୋନ୍‌ ବ୍ୟବହାର ହୋଇପାରିବ ନାହିଁ। ଛତିଶା ନିଯୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ କି ପ୍ୟାଡ ଫୋନ୍‌...

ଅତି ଭୀଷଣ ବେଗରେ ମାଡିଆସୁଛି ‘ୟାସ୍‌’: ଆଉ ମାତ୍ର ଧାମରାଠାରୁ ୪୦ କି.ମି ଦୂରରେ

ପ୍ରବଳ ବେଗରେ ମାଡିଆସୁଛି ବାତ୍ୟା ୟାସ। ଏହା ଏବେ ଧାମରା ନିକଟକୁ ଆଉ ମାତ୍ର ୪୦ କିମି ଓ ବାଲେଶ୍ୱର ଠାରୁ ୯୦କିମି ଦୂରରେ ରହିଛି।...

ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ...

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...

ଉନ୍ନୟନ କାର୍ଯ୍ୟ ପ୍ରଭାବିତ, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୩ା୯: ରାଜ୍ୟ ସରକାରଙ୍କ ଅନୁମୋଦନକ୍ରମେ ୮ଟି ରାଜସ୍ବ ଗ୍ରାମକୁ ନେଇ ୧୯୬୦ ମସିହା ଜୁଲାଇ ୧୨ ରେ ଖୋର୍ଦ୍ଧା ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ...

କଡ଼ା ସୁରକ୍ଷାରେ ଗୋବିନ୍ଦ ସାହୁଙ୍କ ମୃତଦେହ ବ୍ୟବଚ୍ଛେଦ

ବଲାଙ୍ଗୀର ଅଫିସ,୨୧।୧୨: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ହଇଚଇ ସୃଷ୍ଟି କରିଛି।...

ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲ କରିବାକୁ ଦାବି

ଭବାନୀପାଟଣା, ୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲକରିବା ପାଇଁ ଶୁକ୍ରବାର କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କେନ୍ଦ୍ର ବେସାମରିକ ବିମାନ ଚଳାଚଳ...

Advertisement
Archives

Model This Week