କରୋନା ମୁକାବିଲା ନେଇ ସଚେତନ କଲେ ଡାକ୍ତରୀ ଟିମ୍‌

ଲୋଇସିଂହା, ୧୭।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଆୟୁଷ ଡାକ୍ତରୀ ଟିମ ଶୁକ୍ରବାର ହୀରାପୁର ପଞ୍ଚାୟତ ଅଞ୍ଚଳ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନତା କରିଥିଲେ। ଆୟୁଷ ଡା.ସଞ୍ଜୀବ ବିଶ୍ୱାଳ, ଡା. ମହାଶ୍ୱେତା ପଣ୍ଡା ଓ ଷ୍ଟାପ ହୀରାପୁର ପଞ୍ଚାୟତର ସଦର ଗାଁ, ବାରଡୋଲ ଓ ଗୋପାଳପୁର ଗସ୍ତ କରିଥିଲେ ା ଘରେ ପୃଥକାବାସରେ ଥିବା ୧୫ ଦାଦାନଙ୍କ ସୁବିଧା ଆସୁବିଧା ପଚାରି ବୁଝିଥିଲେ ା ଏତଦ୍‌ବ୍ୟତୀତ ବିନା ଲକ୍ଷଣରେ ଥିବା ବ୍ୟକ୍ତିଠାରୁ ସଂକ୍ରମଣର ଭୟାବହତା ସମ୍ପର୍କରେ ଜନସାଧାରଣକୁ ସଚେତନ କରିଥିଲେ ା ସମାଜିକ ଦୂରତା ଓ ହସ୍ତ ପ୍ରକ୍ଷାଳନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି

ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର...

ଜୁନିୟର କଲେଜ ଯୁକ୍ତ ୨ ପରୀକ୍ଷା ଫଳ; ବାଣିଜ୍ୟରେ ୯୨.୩୯%, କଳାରେ ୭୭.୭୭% ପାସ୍‌

ଢେଙ୍କାନାଳ ଅଫିସ, ୨୧।୬-ଢେଙ୍କାନାଳ ଜୁନିୟର କଲେଜରେ ଯୁକ୍ତ୨ ବାଣିଜ୍ୟ ଏବଂ କଳା ବିଭାଗ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନ ୪ଟାରେ ପ୍ରକାଶିତ ହୋଇଛି। ବାଣିଜ୍ୟରେ ଐଶ୍ୱର୍ଯ୍ୟା...

ବାରଣ୍ଡାରେ ଚାଲିଛି ପାଠପଢ଼ା

ହାଟଡ଼ିହୀ, ୩୧।୭ (ଡି.ଏନ.ଏ.)-ସରକାର ଅଙ୍ଗନୱାଡ଼ି ପାଇଁ ଯୋଜନାମାନ କରି ସ୍ବାସ୍ଥ୍ୟ ପରିବେଶ ଓ ଉନ୍ନତ ମାନର ଗୃହ ପାଇଁ ଅନୁଦାନ ଯୋଗାଇ ଦେଉଛନ୍ତି । ପ୍ରଶାସନର...

ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା...

ଅନୁଗୋଳରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଲା

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଉଲ୍ଲଂଘନ ହେଉଛି କଟକଣା: ଶ୍ରୀମନ୍ଦିରରେ ପାନଛେପ ଦେଖି ୫-ଟି ସଚିବ କ୍ଷୁବ୍ଧ

ପୁରୀ ଅଫିସ, ୧୬।୨: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍‌ଖା ଉପରେ କଟକଣା ରହିଛି। କେହି ଏସବୁ ଖାଇ କିମ୍ବା ନେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ...

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ...

ବୋରିଂ ହେବାର ବର୍ଷେ ବିତିଲାଣି: ଅଧାରେ ଅଟକିଛି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ

ବାହାନଗା, ୩।୬(ଅରୂପ କୁମାର ଦାସ)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜାବିନ୍ଧା ଗ୍ରାମରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପ୍ରଶାସନ ତରଫରୁ ଏକ ବୋରିଂ କରାଯାଇଥିଲା।...

Play 250+ Trending Games
Archives

Model This Week

Why Dharitri