କରୋନା ମୁକାବିଲା ପାଇଁ ଗୁରୁକୂଳ ଆଶ୍ରମ ଦେଲା ସହାୟତା

ନୂଆପଡା ଅଫିସ,୧୭ା୪- କରୋନା ମୁକାବିଲା ପାଇଁ ନୂଆପଡା ହରିପୁରସ୍ଥିତ ଗୁରୁକୂଳ ଆଶ୍ରମ ତରଫରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରାଯାଇଛି ା ଶୁକ୍ରବାର ପୂର୍ବାହ୍ନରେ ଜିଳାପାଳ ମଧୁସ୍ମିତା ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଗୁରୁକୁଳ ଆଶ୍ରମ ମୁଖ୍ୟ ଆଚାର୍ଯ୍ୟ ସୁଦର୍ଶନ ଦେବ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ଏବଂ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୩୧ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ନୂଆପଡା ବିହାରୀ ସଂଗଠନ ତରଫରୁ ୩୧ହଜାର ଏବଂ ସାହୁ ସମାଜ ତରଫରୁ ୫୧ହଜାର ଟଙ୍କାର ସହାୟତା ରାଶି ଚେକ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri