କରୋନା ମୁକାବିଲା ପାଇଁ ଡବ୍ଲୁଏଚ୍‌ଓକୁ ୨୦ ନିୟୁତ ଡଲାର ସହାୟତା ଦେବ ଚାଇନା

ଜେନେଭା,୮।୩: ପୃଥିବୀର ୯୪ଟି ଦେଶରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ମୁକାବିଲା ପାଇଁ ଚାଇନା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)କୁ ୨୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛି। ଧୀରେଧୀରେ କରୋନା ବ୍ୟାପୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଏନେଇ ସଙ୍କଟ ଦେଖାଦେଇଛି। କରୋନା ମୃତ୍ୟୁ ସଂଖ୍ୟା ଏବଂ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଏକ ଚିନ୍ତାର ବିଷୟ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମହାସଚିବ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରେଇସସ୍‌ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟସ୍ତରରେ ଏନେଇ ସହଯୋଗର ଆବଶ୍ୟକତା ଉପରେ ସେ ଗୁରୁୁତ୍ୱ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଭ୍‌ରେ ଇୟୁ ପରିଷଦ ମୁଖ୍ୟ

କିଭ୍‌, ୨୧ା୪: ରୁଷିଆ ସହ ଲଢ଼େଇ ଜାରି ରଖିଥିବା ୟୁକ୍ରେନ୍‌ ପ୍ରତି ସମର୍ଥନ ଜଣାଇବା ପାଇଁ ୟୁରୋପୀୟ ସଂଘ(ଇୟୁ) ପରିଷଦ ମୁଖ୍ୟ ଚାର୍ଲସ ମାଇକେଲ ବୁଧବାର...

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...

ଚଳନ୍ତା ବିମାନ ଡୋର ଖୋଲି ବାହାରକୁ ଆସିଥିଲେ ଯାତ୍ରୀ, ଆଉ ତା’ ପରେ…

ଆମେରିକାରେ ଚଳନ୍ତା ବିମାନ ଡୋର ଖୋଲି ଦୁଇ ଜଣ ହଠାତ୍‌ ବାହାରକୁ ଆସିବା ଘଟଣା ସାମ୍ନାକୁ ଆସିଛି। ଡେଲଟା ଏୟାରଲାଇନ୍ସର ମୁଖପାତ୍ର କହିଛନ୍ତି, ବିମାନ ଉଡ଼ାଣ...

କରୋନା ତଥ୍ୟ ଦେଇଥିବା ଚାଇନା ଡାକ୍ତରଙ୍କ ନାମ ଅନୁସାରେ ନାମିତ ହେବ ଆମେରିକାର ସଡ଼କ !

ଓ୍ବାଶିଂଟନ,୮।୫: କରୋନା ଭାଇରସ ସମ୍ପର୍କରେ ଚାଇନାର ଯେଉଁ ଡାକ୍ତର ପ୍ରଥମେ ବିଶ୍ୱକୁ ସୂଚନା ଦେଇଥିଲେ ତାଙ୍କ ନାଁ ଅନୁସାରେ ଆମେରିକା ଓ୍ବାଶିଂଟନ ସହରର ଯେଉଁ ଷ୍ଟ୍ରିଟରେ...

ବ୍ରାଜିଲ ଫେରିବେ ବୋଲସୋନାରୋ, ଦେଲେ ସୂଚନା…

ବ୍ରାସିଲିଆ,୧୨।୨ : ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋ କହିଛନ୍ତି ଯେ ଆସନ୍ତା ସପ୍ତାହରେ ସେ ବ୍ରାଜିଲକୁ ଫେରିବା ପାଇଁ ଚିନ୍ତା କରୁଛନ୍ତି। ଫ୍ଲୋରିଡାର ଏକ...

କରୋନା ସଙ୍କଟରେ ଆତଙ୍କବାଦୀଙ୍କ ବ୍ଲୁ-ପ୍ରିଣ୍ଟ୍‌: ଚାକିରି ହରାଇଥିବା ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରିବାକୁ ଯୋଜନା କରୁଛନ୍ତି ଜୈଶ୍‌-ଲଶ୍କର-ହିଜବୁଲ୍‌ ମୁଜାହିଦ୍ଦିନ୍‌

ବ୍ରସେଲ୍ସ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ବହୁ ଯୁବବର୍ଗ ଚାକିରି ହରାଇ ବେକାର ରହିଛନ୍ତି। ଏପରିସ୍ଥଳେ ଜୈଶ୍‌,...

ଓ୍ବାର୍କ ଆଟ୍‌ ହୋମ୍‌ରେ ବଢୁଛି କାମ: ଅଧିକ ସମୟ ଦେଉଛନ୍ତି କର୍ମଚାରୀ

ମେଲବୋର୍ନ,୨୯।୧୧: କରୋନା ମହାମାରୀ ସଙ୍କଟ ଯୋଗୁ ବହୁ ଦେଶରେ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ(ଓ୍ବାର୍କ ଆଟ୍‌ ହୋମ୍‌) ପରାମର୍ଶ ଦିଆଯାଇଛି। ତେବେ ଘରେ ରହି...

କରୋନା ପାଇଁ ବୋନସ୍‌

ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍‌ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ...

Advertisement
Archives

Model This Week