କରୋନା ମୁକାବିଲା ପାଇଁ ଡବ୍ଲୁଏଚ୍‌ଓକୁ ୨୦ ନିୟୁତ ଡଲାର ସହାୟତା ଦେବ ଚାଇନା

ଜେନେଭା,୮।୩: ପୃଥିବୀର ୯୪ଟି ଦେଶରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ମୁକାବିଲା ପାଇଁ ଚାଇନା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)କୁ ୨୦ ନିୟୁତ ଡଲାର ଆର୍ଥିକ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛି। ଧୀରେଧୀରେ କରୋନା ବ୍ୟାପୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଏନେଇ ସଙ୍କଟ ଦେଖାଦେଇଛି। କରୋନା ମୃତ୍ୟୁ ସଂଖ୍ୟା ଏବଂ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଏକ ଚିନ୍ତାର ବିଷୟ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମହାସଚିବ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରେଇସସ୍‌ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟସ୍ତରରେ ଏନେଇ ସହଯୋଗର ଆବଶ୍ୟକତା ଉପରେ ସେ ଗୁରୁୁତ୍ୱ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ

କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି...

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ...

ପୁଣି ଆଇସୋଲେଶନରେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନଶନ ପୁଣି ଥରେ ନିଜକୁ ଆଇସୋଲେଟ କରି ନେଇଛନ୍ତି । ନିକଟରେ ସେ ଜଣେ କରୋନା ପଜିଟିଭ ସାଂସଦଙ୍କ...

ରାଜନାଥଙ୍କ କଥା ଶୁଣି ହଡବଡେଇଲାଣି ପାକିସ୍ତାନ

ଇସଲାମାବାଦ,୧୭।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏହାକୁ ନେଇ ପାକିସ୍ତାନ ଭାରତ ସହ ସବୁ ପ୍ରକାର ସମ୍ପର୍କ ଛିନ୍ନ କରିବାକୁ ଯେମିତି ପଣ...

୧୮୫ ଦେଶରେ କରୋନା: ଇଟାଲି ଜନଶୂନ୍ୟ; ଦିନେ ଗହଳି ଥିବା ଅଞ୍ଚଳରେ ଏବେ ଉଡୁଛି ପାରା

ଓ୍ବାଶିଂଟନ,୨୧।୩: ମହାମାରୀ କରୋନା ପୃଥିବୀର ୧୮୫ଟି ଦେଶରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨ ଲକ୍ଷ ୭୫ ହଜାର ୯୯୭ରେ ପହଞ୍ଚିଛି। ଚାଇନାରେ କରୋନା...

ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ କରୋନା

ଫ୍ରାନ୍ସ,୧୭।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ। ଏ ନେଇ ଗୁରୁବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ଇମାନୁଏଲ କରୋନା ସଂକ୍ରମିତ...

ବ୍ରିଟିଶ୍‌ ସଂସଦରେ କୃଷକ ଆନ୍ଦୋଳନ ଚର୍ଚ୍ଚା: ଭାରତ ପକ୍ଷରୁ ବିରୋଧ

ନୂଆଦିଲ୍ଲୀ/ଲଣ୍ଡନ,୯।୩: କୃଷି ଆଇନ ବିରୋଧରେ ଭାରତରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ବ୍ରିଟିଶ୍‌ ସଂସଦରେ ଆଲୋଚନା କରାଯାଇଛି। ଏଭଳି ଆଲୋଚନାକୁ...

ଗୋଟିଏ ଦିନରେ କରୋନା ଭାଇରସ୍‌ରେ ୪,୮୦୦ ଜଣ ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧,୪୮୦ ଟପିଲା

ବେଜିଂ,୧୪।୨: ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା ଭାଇରସ। ୨୪ ଘଣ୍ଟାରେ ଏହି ପ୍ରାଣଘାତୀ ଭାଇରସ ଚାଇନାରେ ୨୫୪ ଜଣଙ୍କ ଜୀବନ ଯାଇଥିବାବେଳେ ୪,୮୦୦...

Advertisement


Archives

Model This Week