କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଗାଁରେ ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ ମହାରାଷ୍ଟ୍ର ସରକାର ଏକ ନିଆରା ଉପାୟ ଆପଣାଇଛନ୍ତି। ସୂଚନା ମୁତାବକ ମେ’ ମାସରେ ମହାରାଷ୍ଟ୍ରର ୫ଟି ଛୋଟ ଗାଁକୁ ସ୍ବତନ୍ତ୍ର ଭାବେ କୋଭିଡ ମୁକ୍ତ ଗାଁର ମାନ୍ୟତା ଦିଆଯାଇଥିଲା। ଏହାପରେ କରୋନାକୁ ରୋକିବା ପାଇଁ ସରକାର ମହାରାଷ୍ଟ୍ରର ବିଭିନ୍ନ ଗାଁରେ ପ୍ରତିଯୋଗିତା କରାଇବାକୁ ବିଚାର କରିଛନ୍ତି। ଆଉ ଏହା ପାଇଁ ପ୍ରସ୍ତୁତି କରାଯାଉଛି ବୋଲି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ହସନ ମୁଶରିଫ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବିଶ୍ୱର ସବୁଠୁ ଭଲ ଆତଙ୍କବାଦୀ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୨: ଆମ ଆଦମୀ ପାର୍ଟି(ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ ମୁହଁ ଖୋଲିଛନ୍ତି। ଏକ ସାକ୍ଷାତକାରରେ ସେ...

ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଆଇବି କର୍ମଚାରୀଙ୍କ ଭାଇଙ୍କୁ ଚାକିରି ଦେଲେ କେଜ୍‌ରିଓ୍ବାଲ୍‌ ସରକାର

ନୂଆଦିଲ୍ଲୀ,୧୭।୩: ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଜଣେ ଗୁଇନ୍ଦା ବିଭାଗ(ଆଇବି) କର୍ମଚାରୀଙ୍କ ଭାଇଙ୍କୁ କେଜ୍‌ରିୱାଲ ସରକାର ସରକାରୀ ଚାକିରି ଦେଇଛନ୍ତି। ଦିଲ୍ଲୀ ହିଂସାରେ ଅଙ୍କିତ ଶର୍ମାଙ୍କୁ...

ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଘଟଣା, ୨ ପାଇଲଟ ସହିଦ

ଇଟାନଗର,୧୬।୩: ଅରୁଣାଚଳ ପ୍ରଦେଶର ବମ୍‌ଡିଲା ନିକଟରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨ ପାଇଲଟ ସହିଦ ହୋଇଛନ୍ତି। ସେମାଙ୍କ ମଧ୍ୟରୁ...

ଝାରସୁଗୁଡାରେ ୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଝାରସୁଗୁଡା ଅଫିସ,୧୮।୭: ଝାରସୁଗୁଡା ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ସହ ଟପିଲାଣି। ଶନିବାର ପୁଣି ୫...

ପଞ୍ଚାୟତ ନିର୍ବାଚନ: ସଂଖ୍ୟା ଗରିଷ୍ଠତା ହାସଲ କଲା ଶିବସେନା

ମୁମ୍ବାଇ,୧୯।୧: ମହାରାଷ୍ଟ୍ର ପଞ୍ଚାୟତ ନିର୍ବାଚନରେ ଶାସକ ଶିବସେନା ନିଜର ପରାକ୍ରମ ଦେଖାଇଛି। ରାଜ୍ୟର ୩୪ ଜିଲାର ୧୨,୭୧୧ ଗ୍ରାମ ପଞ୍ଚାୟତରେ ହୋଇଥିବା ନିର୍ବାଚନରେ ଶିବସେନା ୩୧୧୩...

୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି...

ମେକଅପ୍‌ ନଷ୍ଟ ହୋଇଯିବାରୁ ପାର୍ଲର ବିରୋଧରେ ଥାନାରେ ପହଞ୍ଚିଲେ କନ୍ୟା

ଜବଲପୁର,୭।୧୨: ମଧ୍ୟପ୍ରଦେଶର ଜବଲପୁରରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ବିବାହ ପୂର୍ବରୁ କନ୍ୟାଙ୍କ ମେକଅପ୍‌ ନଷ୍ଟ ହୋଇଯିବାରୁ ସେ ପାର୍ଲର ବିରୋଧରେ ଥାନାରେ ପହଞ୍ଚିଛନ୍ତି।...

CORONAVIRUS UPDATE: ୩୦ ଜିଲାରୁ ୩୦୨୫ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୩୦୨୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦୬୫୬୧କୁ ବୃଦ୍ଧି ପାଇଥିବା...

Advertisement
Archives

Model This Week