କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭାରତରେ କରୋନା ସଂକ୍ରମଣ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ହଜାରେ ଅତିକ୍ରମ କରି ସାରିଲାଣି। ତେବେ କରୋନା ଭଳି ପରିସ୍ଥିତିକୁ ସାମ୍ନା କରିବାକୁ ଏବେ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍‌ ଅଭିନେତା ବରୁଣ ଧଓ୍ବନ ପ୍ରଧାନମନ୍ତ୍ରୀଙ୍କ କେୟାର ଫଣ୍ଡକୁ ୩୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହାସହ ବରୁଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦାନ କରିଥିବା ଟୁଇଟ୍‌ କରି ଜଣାଇଛନ୍ତି। ଏହା ପୂର୍ବରୁ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ପ୍ରଧାନମନ୍ତ୍ରୀଙ୍କ କେୟାର୍‌ ଫଣ୍ଡକୁ ୨୫ କୋଟି ଟଙ୍କା ଦାନ କରିଥିଲେ। ଏହାକୁ ନେଇ ପ୍ରଧାନମନ୍ତ୍ରୀ ଉଭୟ କଳାକାଳଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, କରୋନା ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ମଧ୍ୟବିତ୍ତ ଓ ଅପର ମିଡିଲ କ୍ଲାସ ଲୋକେ ଘର ଭିତରେ ବନ୍ଦ ହୋଇ ରହିଥିବା ବେଳେ ଗରିବ ଦିନ ମଜୁରିଆମାନେ ଏବେବି ରାସ୍ତା ଉପରେ ସଂଘର୍ଷ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri