Posted inଜାତୀୟ

କରୋନା ମୁକାବିଲା ପାଇଁ ଭାରତର ପଦକ୍ଷେପ: ୪ ପଡ଼ୋଶୀ ଦେଶର ସୀମା ସିଲ୍‌; ରବିବାର ମଧ୍ୟରାତ୍ରରୁ ପାକିସ୍ତାନ ବାଟ ବନ୍ଦ

ନୂଆଦିଲ୍ଲୀ,୧୫।୩: ଭାରତରେ କରୋନା ସଂକ୍ରମଣ ଧୀରେଧୀରେ ବଢ଼ିବାରେ ଲାଗିଛି। ଏନେଇ ଭାରତ ସରକାର ନେପାଳ, ବାଂଲାଦେଶ, ଭୁଟାନ ଏବଂ ମ୍ୟାନ୍‌ମାର ଆଦି ୪ ଦେଶର ସୀମାପଥକୁ ସିଲ୍‌ କରାଯାଇଛି। ଶନିବାର ମଧ୍ୟରାତ୍ରରୁ ଏଭଳି କରାଯାଇଛି। ତେବେ ପାକିସ୍ତାନ-ଭାରତ ସୀମାକୁ ରବିବାର ମଧ୍ୟ ରାତ୍ରରୁ ବନ୍ଦ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ନୋଟିସରେ ଦର୍ଶାଯାଇଛି। ସୀମାଦେଇ ଯିବା ଆସିବାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଥିବା କୁହାଯାଉଛି। ତେବେ କରୋନା ନିୟନ୍ତ୍ରଣ ହେବା ପରେ ସ୍ଥିତିରେ ସୁଧାର ଆସିଲେ ସୀମା ପୁଣି ଖୋଲା ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri