କରୋନା ମୁକାବିଲା ପାଇଁ ଭାରତର ସହଯୋଗ ଲୋଡ଼ିଲେ ଟ୍ରମ୍ପ୍‌

ୱାଶିଂଟନ,୫ ।୪: କରୋନା ସଂକ୍ରମଣ ଯୋଗୁ ଆମେରିକାର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି । ଏପରିସ୍ଥଳେ କରୋନା ମୁକାବିଲା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାରତ ସରକାରଙ୍କ ସହାୟତା ଲୋଡ଼ିଛନ୍ତି । ଇତିମଧ୍ୟରେ ଆମେରିକାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮ ହଜାର ଟପିଛି । ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି । ଏଭଳି ସଙ୍କଟ ଜନକ ସ୍ଥ୍‌ିତିରେ ଆମେରିକା ଭାରତକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଟ୍ୟାବଲେଟ୍ ଯୋଗାଇବା ଲାଗି ଅନୁରୋଧ କରିଛି । ଏନେଇ ଟ୍ରମ୍ପ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସହାୟତା ପ୍ରଦାନ ଲାଗି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଳିଆ ଅବସ୍ଥାରେ ଏହି ଦେଶ, ଉପାସରେ ସୈନିକ

ବେରୁଟ୍‌,୪।୮: ଦେବାଳିଆ ଅବସ୍ଥାରେ ଲେବାନନ। ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ ସେଠାରେ ଥିବା ସୈନିକମାନଙ୍କୁ ମଧ୍ୟ ଭୋକରେ ରହିବାକୁ ପଡୁଛି। ଲେବାନନର ଅର୍ଥନୈତିକ ଦେବାଳିଆ...

ଆର୍ଥିକ ସହୟତା ଦାବି କଲା ଡ୍ରାଇଭର ସଂଘ

ଲୋଇସିଂହା,୧୫।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଶାଖା ଡ୍ରାଇଭର ସଂଘ କର୍ମକର୍ତ୍ତାମାନେ ବୁଧବାର ସଭାପତି କାନ୍ତ ମହାକୁର, ସମ୍ପାଦକ କୈଳାସ ସାହୁଙ୍କ ନେତୃତ୍ୱରେ ଲୋଇସିଂହା ତହସିଲଦାର ଓ...

କର୍ନାଟକର କୋଭିଡ୍‌ ମୁକାବିଲା : ୧୬୧୦ କୋଟିର ପ୍ୟାକେଜ୍‌ ଘୋଷଣା

ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦...

ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ବୌଦ୍ଧ,୯ା୭(ସ୍ବ.ପ୍ର.)-ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ବଘିଆପଡା ଗୌଡଦେଇ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ...

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌...

ଟ୍ରମ୍ପ କଲେ କରୋନା ଭାଇରସ ଟେଷ୍ଟ

ଓ୍ବାଶିଂଟନ,୧୫।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ତାଙ୍କର କରୋନା ଭାଇରସ ଟେଷ୍ଟ...

Coronavirus Update

Archives

Model This Week

Why Dharitri