କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ରେଭେନଶା

କଟକ ଅଫିସ,୪/୪- ରେଭେନଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪,୫୨,୬୯୧ ଟଙ୍କା ଶନିବାର ସହାୟତା ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସେମାନଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିବା କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri