କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ

ଶେରଗଡ,୧୩ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକରେ କରୋନା ମୁକାବିଲା ପାଇଁ ଜଣେ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେ ହେଲେ ଓଡ଼ିଶା ପ୍ରଶାସନିକ ସେବାର ଭୂବନ କୁମାର ଶତପଥୀ। ଶେରଗଡ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଦୟାସିନ୍ଧୁ ପରିଡାଙ୍କୁ ବ୍ଲକରେ କରୋନା ମୁକାବିଲାରେ ସହଯୋଗ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାରକୁ ଧକ୍କା ଦେଲା ଟ୍ରକ: ଜାତୀୟ ରାଜପଥରେ ଘଟିଗଲା…

ଧର୍ମଶାଳା,୫।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ନିକଟରେ ଏକ କାରକୁ ଟ୍ରକ ଧକ୍କା ଦେଇଛି, ଯାହା...

୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ

ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ...

ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ

ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି...

ଖ୍ରୀଷ୍ଟିୟାନା ନାଗଙ୍କୁ ପ୍ରଥମ ଲୋଇସିଂହା ସୁନ୍ଦରୀ ମୁକୁଟ

ଲୋଇସିଂହା,୫ା୧(ସୁଶାନ୍ତ ବାରିକ):ପୌଷ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଜିଲା ଲୋଇସିଂହା ଦୁର୍ଗାମଣ୍ଡପରେ ୨ଦିନ ଧରି ଚାଲିଥିବା ୧୬ତମ ଲୋଇସିଂହା ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ...

ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ

ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ...

ଅସ୍ତବ୍ୟସ୍ତ କରୁଛି କୁହୁଡ଼ି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି, ୫ /୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଘନ କୁହୁଡି ଯେମିତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ସେହିପରି ଜାଡ଼ ମଧ୍ୟ...

୮ରୁ ଶୀତ ମହୋତ୍ସବ: ଯୋଗଦେବେ ଓଡିଶାର ସୁନାମଧନ୍ୟ କଳାକାର

ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ରେ ଶୀତ ମହୋତ୍ସବର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା...

ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍‌ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri