Posted inଜାତୀୟ

କରୋନା ମୁକାବିଲା ପ୍ରସ୍ତୁତି: ଦେଶର ୫୨ ଯାଞ୍ଚ୍‌ କେନ୍ଦ୍ରରେ ପରୀକ୍ଷା ହେଉଛି ସନ୍ଦିଗ୍ଧଙ୍କ ୫ ନମୂନା

ନୂଆଦିଲ୍ଲୀ,୧୨।୩ : ପୃଥିବୀର ୧୨୧ଟି ଦେଶରେ କରୋନା ସଂକ୍ରମଣ ହୋଇଛି। ଦିନକୁ ଦିନ ଏଥିରେ ଗୋଟିଏ ପରେ ଗୋଟିଏ ଦେଶ ଯୋଡ଼ି ହେବାରେ ଲାଗିଛନ୍ତିି। ଭାରତରେ ସନ୍ଦିଗ୍ଧଙ୍କ ନମୂନା ଯାଞ୍ଚ୍‌ ପାଇଁ ୫୨ଟି କେନ୍ଦ୍ର ସ୍ଥାପିତ ହୋଇଛି। ଏସବୁ କେନ୍ଦ୍ରରେ ୫ଟି ନମୂନା ଯାଞ୍ଚ୍‌ କରାଯାଉଛି। ସେଥିମଧ୍ୟରେ ଗଳା ଅବା ନାଶାପଥର ସ୍ବାବ୍‌ ତୁଳା ସହାୟତାରେ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥାଏ। ସେହିପରି ନାଜାଲ ଅସପିରେଶନ ପରୀକ୍ଷାରେ ବିଶେଷଜ୍ଞ ନାଶାପଥରେ ସାଲାଇନ୍‌ ସଲ୍ୟୁସନ ପ୍ରବେଶ କରାଇ ଏହା ସଂଗ୍ରହ କରି ପରୀକ୍ଷା କରିଥାନ୍ତି। ଅପରପକ୍ଷରେ ଟ୍ରାଚିଆଲ୍‌ ଆସପିରେଶନ ପରୀକ୍ଷାରେ ଏକ ପ୍ରକାର ପତଳା ହାଲକା ଟ୍ୟୁବ୍‌ ବ୍ରାଙ୍କୋସ୍କୋପ୍‌କୁ ଫୁସଫୁସ୍‌ରେ ପ୍ରବେଶ କରାଯାଇ ନମୂନା ସଂଗ୍ରହ କରାଯାଇଥାଏ। ସେହିପରି ସନ୍ଦିଗ୍ଧଙ୍କ ଛେପଖଙ୍କା ନମୂନା ସଂଗ୍ରହ କରାଯାଇ ପରୀକ୍ଷା ହୋଇଥାଏ। ଏହା ସହିତ ସନ୍ଦିଗ୍ଧଙ୍କ ରକ୍ତ ନମୂନା ସଂଗ୍ରହ କରି ଏହାର ପରୀକ୍ଷା କରାଯାଇ କରୋନା ସଂକ୍ରମଣ ସମ୍ପର୍କରେ ଜଣାପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri