ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ଶୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ସମୁଦାୟ ୫୭ ହଜାର ୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଯେପରି କରୋନା ସମ୍ପୂର୍ଣ୍ଣ ଦୂରେଇ ସୁସ୍ଥ ଅବସ୍ଥା ଫେରିଆସିବ ସେନେଇ ସେମାନେ ପ୍ରାର୍ଥନା ମଧ୍ୟ କରିଛନ୍ତି।
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା
Posted inଆମ ଜିଲା ଖବର, ଗଞ୍ଜାମ View All
ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍
ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…
ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍
ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…
ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ
ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…
ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ
ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
Archives

