କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ଶୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ସମୁଦାୟ ୫୭ ହଜାର ୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଯେପରି କରୋନା ସମ୍ପୂର୍ଣ୍ଣ ଦୂରେଇ ସୁସ୍ଥ ଅବସ୍ଥା ଫେରିଆସିବ ସେନେଇ ସେମାନେ ପ୍ରାର୍ଥନା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri