କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ସମୁଦାୟ ୫୭ ହଜାର ୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଯେପରି କରୋନା ସମ୍ପୂର୍ଣ୍ଣ ଦୂରେଇ ସୁସ୍ଥ ଅବସ୍ଥା ଫେରିଆସିବ ସେନେଇ ସେମାନେ ପ୍ରାର୍ଥନା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା...

ସିକ୍ୟୁରିଟି ସଂସ୍ଥାର ବେଆଇନ କାରବାର: ବିନା କାର୍ଯ୍ୟାଦେଶରେ ଦିଆଯାଉଛି ନିଯୁକ୍ତି ସମ୍ବନ୍ଧୀୟ ପତ୍ର, ପାଣିକୋଇଲିରୁ ବଲାଙ୍ଗୀର, ରାୟଗଡା ଆଦି ଜିଲାକୁ ଲମ୍ବିଛି ଚେର

ଯାଜପୁର ଅଫିସ,୨୧ା୮- ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଅନୁସାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ ନ ଥିବାରୁ ଏଭଳି ସମସ୍ୟା...

କାଟିଲେ ୨୦୦, ଦାଖଲ ହେଲା ୧୦୦ ଟଙ୍କା

କଟକ ଅଫିସ,୧୬ା୧: ୨୦୨୦ କରୋନା ମହାମାରୀ ସମୟରେ ପୋଲିସ କିପରି ଲୋକଙ୍କୁ ଲୁଟୁଥିଲା, ତାହା ପଦାକୁ ଆସିଛି। ଜନକ ଯୁବକଙ୍କଠାରୁ ଚାଉଳିଆଗଞ୍ଜ ଥାନାର ଜଣେ ଏଏସ୍‌ଆଇ...

ନଗର ବୁଲି ଭୋଗ ଖାଉଛନ୍ତି ରାଧାକୃଷ୍ଣ

ନବରଙ୍ଗପୁର,୪।୩ (ବି.ପ୍ର.): ନବରଙ୍ଗପୁରରେ ଚଳିତ ବର୍ଷ ଶ୍ରୀ ଜୀଉଙ୍କ ଦୋଳ ଉତ୍ସବ ଆରମ୍ଭ ହୋଇଯାଇଛି। ଏହି ଦୋଳ ଉତ୍ସବ ନବରଙ୍ଗପୁର ଜଗନ୍ନାଥ ମନ୍ଦିରରୁ ଆରମ୍ଭ ହେଉଛି।...

ହୀରାକୁଦରେ ଖୋଲିଲା ଆଉ ୩ ଗେଟ୍‌

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି...

ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା...

ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ...

ପୁରୀରେ ନୂଆ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୨୦।୫: ପୁରୀରେ ପୁଣି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି।...

Advertisement
Archives

Model This Week