କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦିନକର ଦରମା ଦେଲେ ସମବାୟ ବ୍ୟାଙ୍କ କର୍ମଚାରୀ

ବରଗଡ଼ ଅଫିସ୍‌,୮।୪: କରୋନା ମୁକାବିଲା ଲାଗି ସହାୟତାର ହାତ ବଢ଼ାଇଛନ୍ତି ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କର କର୍ମଚାରୀବୃନ୍ଦ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦିନକର ଦରମା ପ୍ରଦାନ କରିଛନ୍ତି । ଏ ନେଇ ୨ଲକ୍ଷ ୬୮ହଜାର ୯୨୫ ଟଙ୍କାର ଏକ ଚେକ୍‌ ବରଗଡ଼ର ଲିଡ୍‌ବ୍ୟାଙ୍କ ମ୍ୟାନେଜର ସୀତାରାମ ମେହେରଙ୍କୁ ପ୍ରଦାନ କରାଯାଇଛି । ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କର ଡିଜିଏମ୍‌ ରମେଶ ଚନ୍ଦ୍ର ଆଚାର୍ଯ୍ୟ, ସମବାୟ କର୍ମଚାରୀ ସଂଘର ସମ୍ପାଦକ ନରେଶ ଶତପଥୀ ପ୍ରମୁଖ ଚେକ୍‌ ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri