କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ

ପୁରୁଣାକଟକ, ୧୬୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବିଜେଡି ଉପସଭାପତି ତଥା ହରଭଙ୍ଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବୋଧ କୁମାର ପ୍ରଧାନ ଗୁରୁବାର କୋଭିଡ-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଏକ ଚେକ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ

ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

ବଞ୍ଚିବା ପାଇଁ ସଂଘର୍ଷ : ପେଟ ଲାଗି ୮୦ ବର୍ଷର ବୃଦ୍ଧ ସଂଗ୍ରହ କରୁଛନ୍ତି ବର୍ଜ୍ୟବସ୍ତୁ

ମାଲକାନଗିରି,୨୩।୧୦(ଡି.ଏନ୍‌.ଏ.): ପରିଣତ ବୟସରେ ମାତାପିତା ଭଲରେ ଗଣ୍ଡେ ଖାଇବା, ରହିବା ପାଇଁ ପରିବାରରେ ପୁଅ ବୋହୂ, ନାତି ନାତୁଣୀଙ୍କ ହାତକୁ ଚାହିଁଥାନ୍ତି। କିନ୍ତୁ ଜଣେ ୮୦...

ଗୋଳାବାରୁଦ ସୁରକ୍ଷା ସମ୍ବନ୍ଧୀୟ ସଚେତନତା ଶିବିର

ବାଲେଶ୍ୱର ଅଫିସ,୨୦।୧୦-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଖଡୁପାହି ବାତ୍ୟା ଆଶ୍ରୟସ୍ଥଳୀରେ ଶନିବାର ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିସମେଣ୍ଟ (ପିଏକ୍ସଇ) ପକ୍ଷରୁ ଗୋଳାବାରୁଦ ସମ୍ବନ୍ଧୀୟ ସୁରକ୍ଷା...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ...

ଦାରିଙ୍ଗବାଡ଼ିରେ ବନ୍ଦ ହେଲା ସାପ୍ତାହିକ ହାଟ

ଦାରିଙ୍ଗବାଡ଼ି,୫ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣାକୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଶନିବାର...

କାଠ ବୋଝେଇ ଟ୍ରାକ୍ଟର ଜବତ: ଜଣେ ଗିରଫ

ଠାକୁରମୁଣ୍ଡା, ୩୧।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ନୋଦା ଗ୍ରାମରୁ ବୁଧବାର ଏକ ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ...

ରୁପାବଳିଆରେ ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୪।୭ – କିଛି ଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଷଡ଼ଙ୍ଗୀ ରେଞ୍ଜ୍‌ ଯୋରନ୍ଦା ସେକ୍ସନ...

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ ।...

BGU
Play 250+ Trending Games
Archives

Model This Week

Why Dharitri