କରୋନା ମୁକାବିଲା ଲାଗି ନୀଳଗିରି ବିଧାୟକ ଦେଲେ ୩୪ଲକ୍ଷ

ସଜନାଗଡ଼,୨୯।୪(ଡି.ଏନ.ଏ.)-ମହାମାରୀ କରୋନା ମୁକାବିଲା ଲାଗି ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ସହାୟତାର ହାତ ବଢାଇଛନ୍ତି। ବହିରାଗତଙ୍କ ଫେରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବିଭିନ୍ନ ପଞ୍ଚାୟତ ସ୍କୁଲ ପରିସରରେ ଆଇସୋଲେଶନ କେନ୍ଦ୍ର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ଥାନୀୟ ବିଧାୟକ ସୋମବାର ୩୪ଲକ୍ଷ ଟଙ୍କା ନିଜ ହାତପାଣ୍ଠିରୁ ଦାନ କରିଛନ୍ତି। ଏହି ସହାୟତା ରାଶିରେ ଔପଦା ବ୍ଲକର ତରତୁଆ ୟୁଜିୟୁପି ସ୍କୁଲ, କାଣ୍ଡଗରଡ଼ି ପ୍ରାଇମେରୀ ସ୍କୁଲ ଓ ନୀଳଗିରି ବ୍ଲକର ଡାଳିମପାଳ ବୀଣାପାଣି ହାଇସ୍କୁଲ, ଜାମୁଡ଼ିହା ଅର୍ଜୁନ ଆଚାର୍ଯ୍ୟ ହାଇସ୍କୁଲ, ଶିଆଡ଼ିମାଳ ଉମାଅର୍ଜୁନ ହାଇସ୍କୁଲ, ବଣଭୂଇଁ ଆଶ୍ରମ ସ୍କୁଲ, ଭାଲୁକାଶୁଣି ଆଦିଶକ୍ତି ୟୁପିଏମ୍‌ଇ ସ୍କୁଲ, ମହିଷାପଟା ବାବା ବୈଦ୍ୟନାଥ ଉଚ୍ଚବିଦ୍ୟାଳୟକୁ ୩ଲକ୍ଷ ଟଙ୍କା ଲେଖାଏ ଏବଂ କମରଖାଳିଆ ଆଶ୍ରମ ସ୍କୁଲ, ଭଉଁରିଆବାଡ଼ ଓ ପୁନ୍ଦାଳ ହାଇସ୍କୁଲକୁ ୫ଲକ୍ଷ ଟଙ୍କା ଲେଖାଏ ଆଇସୋଲେଶନ୍‌ କେନ୍ଦ୍ର ଓ ସ୍କୁଲର ମରାମତି ପାଇଁ ପ୍ରଦାନ କରିଛନ୍ତି। କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କର ଆବଶ୍ୟକତାକୁ ପୂରଣ ପାଇଁ ଗତ ୨୩ ତାରିଖରେ ଔପଦା ବ୍ଲକର ୧୧ଗୋଟି ପଞ୍ଚାୟତକୁ ୧ଲକ୍ଷ ୯୫ହଜାର ଟଙ୍କା, ନୀଳଗିରି ବ୍ଲକର ୨୫ଟି ପଞ୍ଚାୟତକୁ ୪ଲକ୍ଷ ୫୦ହଜାର ଏବଂ ନୀଳଗିରି ଏନ୍‌ଏସିକୁ ୧ଲକ୍ଷ ୫ହଜାର ଟଙ୍କା ନିଜ ହାତ ପାଣ୍ଠିରୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri