କରୋନା ମୁକାବିଲା ଲାଗି ଶପଥ ନେଲେ ମହିଳା

କେନ୍ଦୁଝର, ୩୦ା୪ (ସ୍ବ.ପ୍ର.)-କରୋନା ମୁକାବିଲା ଲାଗି କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଗ୍ରାମରେ ସାମାଜିକ ଦୂରତ୍ୱ ସହ ନିୟମିତ ମାସ୍କ ପିନ୍ଧିବା ନେଇ ଗ୍ରାମରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏକାଠି ହୋଇ ଶପଥ ନେଇଛନ୍ତି। ଆସନ୍ତା ୩ତାରିଖ ପରେ ଜିଲା ଓ ରାଜ୍ୟ ବାହାରୁ ଆସିବାକୁ ଥିବା କର୍ମଜୀବୀମାନଙ୍କୁ ଗ୍ରାମ ଭିତକୁ ଆମନ୍ତ୍ରଣ ନ କରି ପଞ୍ଚାୟତ ସ୍ତରରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ଜିମା ଦେବାକୁ ନିଷ୍ପତ୍ତି ନେଇ ପ୍ରତି ଘର ଘର ବୁଲି ପରାମର୍ଶ ଦେଉଥିବା ଦେଖିବାକୁ ମିଳିଛି। ଏହାସହ ଗାଁ ଓ ସାହି ମାନଙ୍କରେ ଅନ୍ୟ ଗ୍ରାମର ଆସୁଥିବା ଲୋକମାନଙ୍କୁ ନିଜ ଘରମାନଙ୍କରେ ପ୍ରବେଶ ଓ ଘର ବାରଣ୍ଡାରେ ବସିବାକୁ ବାରଣ କରିବାକୁ ବୁଝାଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମରେ ପଳାଶପଙ୍ଗା ପଞ୍ଚାୟତ ସରପଞ୍ଚ ସଞ୍ଜୟ କୁମାର ନାଏକ, ସମିତିସଭ୍ୟ ପୂର୍ଣ୍ଣଚନ୍ଦ୍ର ସାହାଣୀ, ନାଏବ ସରପଞ୍ଚ ଲୀଳାବତୀ ମହାନ୍ତଙ୍କ ତତ୍ତ୍ୱାବଧାନରେ ହୋଇଥିବା ବେଳେ ଆଶାକର୍ମୀ, ଓ୍ବାର୍ଡସଭ୍ୟ, ଗାଁ ମୁଖିଆ ପ୍ରମୁଖ ସାମିଲ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri