କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍‌ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ ମଧ୍ୟ ଲୋକେ ସୁଧୁରୁ ନାହାନ୍ତି। ତେବେ ଶୁକ୍ରବାର ଝାରସୁଗୁଡା ପୋଲିସ ଲୋକଙ୍କୁ ଅଭିନବ ଉପାୟରେ ସଚେତନ କରିବା ଆରମ୍ଭ କରିଛି। ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳଙ୍କ ତତ୍ତ୍ୱାବଧାନରେ ପୋଲିସ କର୍ମଚାରୀ ସହରର ବିଭିନ୍ନ ଛକରେ ଉପସ୍ଥିତରହି ପ୍ଲାକାର୍ଡ ଧରି ସଚେତନ କରୁଥିବା ଦେଖିବାକୁ ମିଳିଛି। ଏହି ପ୍ଲାକାର୍ଡ ଗୁଡିକରେ ବିଭିନ୍ନ ସଚେତନତା ବାର୍ତ୍ତା ଉଲ୍ଲେଖ ରହିଛି। ଏହା ସହ ହାତ ଯୋଡି ପୋଲିସ କର୍ମଚାରୀମାନେ ସଚେତନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଶ୍ରମିକଙ୍କ ଉପରେ ପ୍ରାର୍ଥୀଙ୍କ ଆଖି

କେନ୍ଦ୍ରାପଡ଼ା ଅଫିସ,୩୧ା୧: କେନ୍ଦ୍ରାପଡ଼ା ଜିଲାର ଦାଦନ ସମସ୍ୟାରେ ପୀଡିତ ଶ୍ରମିକଙ୍କ ଉପରେ ପଞ୍ଚାୟତ ନିର୍ବାଚନର ପ୍ରର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ...

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬%, ତିର୍ତ୍ତୋଲରେ ୩୯.୬୮ % ମତଦାନ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ...

ବାୟାପଣ୍ଡାଧାର ଜୁଆଙ୍ଗ ସାହିରେ ପହଞ୍ଚିଲେ ଆଇଟିଡିଏ ଟିମ୍‌

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌...

ଗଞ୍ଜାମ ଏନ୍‌ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି

ଗଞ୍ଜାମ,୧୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର...

କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ

ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର...

ଚାନ୍ଦବାଲିରେ ବିଜେଡି ଆଗରେ

ଚାନ୍ଦବାଲି, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବ୍ୟୋମକେଶ ରାୟ ୧୧,୯୦୩...

ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ

କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ...

ବର୍ଜ୍ୟବସ୍ତୁ ଖାଇ ପୁଣି ଗାଈ ମୃତ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିର ଦାୟିତ୍ୱହୀନତା ପାଇଁ ଗୋଟିଏ ପରେ ଗୋଟିଏ ଗୋରୁଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। କିଛିମାସ ପୂର୍ବରୁ ଉକ୍ତ ଅଞ୍ଚଳରେ...

Advertisement
Archives

Model This Week