କରୋନା ମୁକାବିଲା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଝାରପଡ଼ା ବଣିକ ସଂଘ ପକ୍ଷରୁ ୫୧ ହଜାର ଟଙ୍କା ପ୍ରଦାନ

କଟକ ରୋଡ୍‌,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଭୁବନେଶ୍ୱର ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଗୁରୁବାର ୫୧,୫୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏହା ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ବଣିକ ସଂଘ ସଭାପତି ସୁରେଶ ଚନ୍ଦ୍ର ଜେନା, ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ସଞ୍ଜୀବ ମିଶ୍ର ପ୍ରମୁଖ ଏହି ସମୟରେ ଉପସ୍ଥିତ ଥିଲେ। ତେବେ ମହାମାରୀ ସମୟରେ ଅସହାୟଙ୍କୁ ରନ୍ଧାଖାଦ୍ୟ ସହ ପୋଲିସ ଏବଂ କରୋନା ଯୋଦ୍ଧାଙ୍କୁ ଖାଦ୍ୟ ବଣ୍ଠନ କାର୍ଯ୍ୟ ଝାରପଡ଼ା ହାଟ ବଣିକ ସଂଘ ପକ୍ଷରୁ ଜାରି ରହିବ ବୋଲି ସଭାପତି ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?