କରୋନା ମୁକ୍ତ ହୋଇଥିବା ୯୧ ଜଣ ପୁଣି ପଜିଟିଭ୍‌

ସିଓଲ,୧୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। କରୋନା ଭୂତାଣୁର ସକ୍ରିୟ ଏବଂ ନିଷ୍କ୍ରିୟତା ନେଇ ଏବେ ଠିକ୍‌ ଭାବେ କୌଣସି ତଥ୍ୟ ମିଳିପାରୁନି। ତେବେ ଦକ୍ଷିଣ କୋରିଆରେ ୯୧ ଜଣ ସଂକ୍ରମିତ କରୋନା ମୁକ୍ତ ହୋଇଥିଲେ। ପରବର୍ତ୍ତୀ ସମୟରେ କିଛି ଦିନ ପରେ ସେମାନଙ୍କର ପରୀକ୍ଷା କରାଯାଇଥିଲା। ସେମାନେ ପଜିଟିଭ୍‌ ଥିବା ଜଣାପଡ଼ିଥିବା ଦକ୍ଷିଣ କୋରିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହା କିପରି ହେଲା ସେନେଇ ପରୀକ୍ଷା ଜାରି ରହିଛି। ହୁଏତ ସେମାନଙ୍କର ପରୀକ୍ଷା ଠିକ୍‌ ଭାବେ କରାଯାଇ ନ ଥିବା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ୍‌ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବଂଶୋଦ୍ଭବ ରଚନା ହେଲେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ୍‌, ୧୭ା୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତୀୟ ବଂଶୋଦ୍ଭବ ରଚନା ସଚସେବ କୋରହୋନେନ୍‌ଙ୍କୁ ମାଲି ପାଇଁ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ଏ ନେଇ ହ୍ବାଇଟ୍‌ହାଉସ...

ଚାଇନା ହାତରେ ଖେଳୁଛି ଆମେରିକା

ନୂଆଦିଲ୍ଲୀ, ୭ା୬: ବିଶ୍ୱ ଏବେ ମହାମାରୀ କରୋନାକୁ ନେଇ ଚିନ୍ତିତ। ଚାଇନାର ଉହାନ୍‌ ସହରରୁ ବ୍ୟାପି ସାରା ବିଶ୍ୱକୁ ଏହି ଭୂତାଣୁ ଥରହର କରିପକାଇଛି। ଆମେରିକା...

CORONAVIRUS UPDATE: ନବରଙ୍ଗପୁର, ଗଜପତି ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନବରଙ୍ଗପୁର ଜିଲାର ଜଣେ ଓ ଗଜପତି ଜିଲାର ୪...

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ କରୋନା ସଂକ୍ରମଣ

ପାଟନା, ୭।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବାସଭବନରେ କରୋନା ସଂକ୍ରମଣ ହୋଇଛି। ନୀତୀଶଙ୍କ ପୁତୁରାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ...

ନିରଞ୍ଜନୀ ଆଖଡାର ସଚିବ ରବିନ୍ଦ୍ର ପୁରୀ କରୋନା ପଜିଟିଭ୍‌: ୧୭ରେ ଶେଷ ହେବ କୁମ୍ଭମେଳା

ହରିଦ୍ୱାର,୧୬।୪: କରୋନା ପ୍ରକୋପ ମଧ୍ୟରେ ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଆୟୋଜିତ ହୋଇଛି। ସାହି ସ୍ନାନ ସମୟରେ ଲକ୍ଷାଧିକ ସାଧୁ ସନ୍ଥ ଏକାଠି ହୋଇଥିବା ବେଳେ...

ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ

ଡାଭୋସ୍‌,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍‌ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା...

ପୂର୍ବ ୟୁକ୍ରେନ୍‌କୁ ଦଖଲ କରିବା ପାଇଁ ପ୍ରସ୍ତୁତ ହେଉଛି ରୁଷିଆ…

ମସ୍କୋ/କ୍ୱିଭ୍‌, ୧୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୪୮ ଦିନ ବିିତିଛି। ରୁଷିଆ ସୈନ୍ୟ କ୍ୱିଭ୍‌ ଦଖଲ କରିବା ଯୋଜନା...

ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍‌-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ଆଉ ଶୁଳ୍କ...

Advertisement
Archives

Model This Week