କରୋନା ମୃତ୍ୟୁ ସଂଖ୍ୟା ୧୭ ୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର

ବେଜିଂ,୧୭।୨: ଚାଇନାରେ କରୋନା ମହାମାରୀ ଥମିବାର ନା ଧରୁନି। ଇତିମଧ୍ୟରେ ମୃତକଙ୍କ ସଂଖ୍ୟା ୧୭୬୫ରେ ପହଞ୍ଚିଥିବା ଚାଇନା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଦେଶର ୩୦ଟିରୁ ଅଧିକ ସହରରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ୭୦,୪୦୦ରେ ପହଞ୍ଚିଛି। ରବିବାର କରୋନା ସଂକ୍ରମଣରେ ଶହେ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧,୯୩୩ ନୂଆ ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସୂଚନାଯୋଗ୍ୟ,୨୦୦୨-୨୦୦୩ରେ ସ୍ପାର୍ସ ଯୋଗୁ ହୋଇଥିବା ମୃତ୍ୟୁ ସଂଖ୍ୟାକୁ ଏହା ଟପିଯାଇଛି। ସ୍ପାର୍ସ ଯୋଗୁ ଏଠାରେ ୭୭୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୮ ହଜାର ୯୮ ଜଣ ସ୍ପାର୍ସ ଦ୍ୱାରା ସଂକ୍ରମିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri