କରୋନା ମୃତ୍ୟୁ ସଂଖ୍ୟା ୭୪ ହଜାର ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୪୮ ହଜାର

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୭୪ ହଜାର ୭୯୫ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୩ ଲକ୍ଷ ୪୮ ହଜାର ୪୩୦ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ୨ ଲକ୍ଷ ୮୬ ହଜାର ୫୬୭ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଇଟାଲିରେ ମୃତ୍ୟୁ ସଂଖ୍ୟା ୧୬ ହଜାର ୫୨୩ ଥିବାବେଳେ ସ୍ପେନ୍‌ରେ ୧୩ ହଜାର ୩୪୧ଜଣଙ୍କ ମୃତ୍ୟୁ ହୋଇଛି। ଆମେରିକାରେ ମୃତକଙ୍କ ସଂଖ୍ୟା ୧୦ ହଜାର ଟପିଛି। ବହୁଦେଶରେ ସାମାଜିକ ଦୂରତା ଅବଲମ୍ବନ କରାଯିବା ଲାଗି ଲକ୍‌ଡାଉନ୍‌ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ବେଜିଂ,୨।୩: ସାରା ବିଶ୍ୱରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏବେ ଚାଇନାରେ ଏହା ୨,୯୧୨ରେ ପହଞ୍ଚିଛି ବୋଲି କୁହାଯାଉଛି। କରୋନା ଭାଇରସ...

ସିଗାରେଟ ପ୍ୟାକେଟରେ କରତାରପୁର ସାହିବଙ୍କ ପ୍ରସାଦ ବଣ୍ଟନ, ଶିଖ୍‌ ସମ୍ପ୍ରଦାୟଙ୍କ ଧାର୍ମିକ ଭାବନାକୁ ଆଘାତ…

ଲାହୋର/ନୂଆଦିଲ୍ଲୀ, ୧୮।୧୨: ପାକିସ୍ତାନରେ ଶିଖ୍‌ ସମ୍ପ୍ରଦାୟଙ୍କ ଧାର୍ମିକ ଭାବନାକୁ ଆଘାତ ଦିଆଯାଇଛି। ଏହା ଭାରତ ସମେତ ପୃଥିବୀର ସମସ୍ତ ଶିଖ୍‌ ସମ୍ପ୍ରଦାୟଙ୍କୁ ମର୍ମାହତ କରିଛି। କରତାରପୁରର...

କାନ ଦ୍ୱାରା ମଧ୍ୟ ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୫।୭: କରୋନା ସଂକ୍ରମଣ ଆଖି,ନାକ ଏବଂ ପାଟି ଦ୍ୱାରା ହୋଇଥାଏ ବୋଲି ପୂର୍ବରୁ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏବେ ଏକ ରିପୋର୍ଟରେ ଉଲ୍ଲେଖ...

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୨୫୦ ମୃତ

ରୋମ,୧୪।୩: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ୧୪୫ ଦେଶକୁ ବ୍ୟାପି ସାରିଲାଣି। ଉହାନ ସହରରେ କରୋନା ଭାଇରସ ସଂକ୍ରମଣରେ...

ଆମ୍ବୁଲାନ୍ସରେ ଲାଗିଲା ଜିପିଏସ୍‌

ଭୁବନେଶ୍ୱର,୧୫ା୫(ବ୍ୟୁରୋ): କରୋନା ସଂକ୍ରମିତଙ୍କୁ ଯଥାଶୀଘ୍ର କୋଭିଡ୍‌ କେୟାର ହସ୍ପିଟାଲ(ସିଏଚ୍‌ସି) ଓ କୋଭିଡ୍‌ କେୟାର ସେଣ୍ଟର(ସିସିସି)କୁ ପଠାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ଏକ...

ପାକିସ୍ତାନ ସୁପ୍ରିମ୍‌କୋର୍ଟରେ ପ୍ରଥମ ମହିଳା ବିଚାରପତି…

ଇସଲାମାବାଦ୍‌, ୯।୧ : ପ୍ରଥମ ଥର ପାଇଁ ପାକିସ୍ତାନ ସୁପ୍ରିମ୍‌କୋର୍ଟରେ ଜଣେ ମହିଳା ବିଚାରପତି ନିଯୁକ୍ତି ପାଇବେ। ଏହି ଗୌରବ ବିଚାରପତି ଆୟେଶା ମାଲିକ୍‌ ହାସଲ...

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ...

ଭାରତରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୩; ସଂକ୍ରମିତଙ୍କ ସଂଖ୍ୟା ୯୦୦ ଟପିଲା

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଭାରତ ଦ୍ୱିତୀୟ ଷ୍ଟେଜ୍‌ରୁ ତୃତୀୟ...

Advertisement
Archives

Model This Week