Advertisement

କରୋନା ମୃତ୍ୟୁ: ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ଶବ ସତ୍କାର

ଭୁବନେଶ୍ୱର, ୭।୪(ବ୍ୟୁରୋ)- କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ଶବ ସତ୍କାର ସରକାର କରିବେ। ଜନ ସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନ୍ତିମ ସଂସ୍କାର କରାଯିବ। ଏନେଇ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ପ୍ରଥମ କରୋନା ମୃତକଙ୍କ ମର ଶରୀରରକୁ ହସ୍ପିଟାଲ କର୍ତ୍ତୃପକ୍ଷ ସରକାରଙ୍କୁ ହସ୍ତାନ୍ତର କରିବେ। ଏମ୍ସ ଅଧବକାରୀମାନେ ମୃତକଙ୍କ ବିଧିବଦ୍ଧ କାର୍ଯ୍ୟ ସମ୍ପନ୍ନ କରିବା ପରେ ମର ଶରୀରକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିବେ। ଏହାପରେ ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନ୍ତିମ ସଂସ୍କାର କରାଯିବ ବୋଲି କରୋନାଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ଠକେଇ ର଼୍ୟାକେଟ୍‌ରୁ ପର୍ଦ୍ଦା ହଟିଲାନି

ଭୁବନେଶ୍ୱର,୨୫।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ବହୁ କୋଟି ଟଙ୍କା ଠକିନେଇଥିବା କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କ ର଼୍ୟାକେଟର ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ୪ବର୍ଷ...

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା

ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ...

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ...

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

୪ ଜିଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜିଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର,...

ସାଇବର ମାମଲା:ସଫଳତା ଶୂନ

ଭୁବନେଶ୍ୱର,୪ା୭ (ବ୍ୟୁରୋ)(ତ୍ରିନାଥ ମହାନ୍ତି): କରୋନା କଟକଣା ପାଇଁ ଲୋକେ ଘରେ ରହିଲେ। ଇ-କାରବାର ଉପରେ ଅଧିକ ନିର୍ଭରଶୀଳ ହୋଇପଡିଲେ। ଏହାର ସୁଯୋଗ ନେଇ ସାଇବର ଅପରାଧୀମାନେ...

କ୍ୟାପିଟାଲ ହସ୍ପିଟାଲର ଜଣେ ଡାକ୍ତରଙ୍କ ସମେତ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜଧାନୀସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଜଣେ ମ୍ୟାନେଜର...

Advertisement
Archives

Model This Week