କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ

ବନ୍ତ,୧୬ା୪(ଡି.ଏନ୍‌.ଏ.) : ମହାମାରୀ କରୋନା ଲକ୍‌ଡାଉନ୍‌ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର ୨ ମହିଳା ଅଧିକାରୀ ଲୋକମାନଙ୍କ ସୁରକ୍ଷା ପାଇଁ ରାତିରେ ଘୂରି ବୁଲୁଛନ୍ତି। ଏହି ଦୁଇ ମହିଳା ଅଧିକାରୀଙ୍କ କର୍ତ୍ତବ୍ୟନିଷ୍ଠା ପାଇଁ ଜିଲା ପ୍ରଶାସନ ଧନ୍ୟବାଦ ଦେଇଛି।
ସୂଚନାଯୋଗ୍ୟ, କେନ୍ଦ୍ର ଓ ରାଜ୍ୟ ସରକାର କରୋନା ମହାମାରୀକୁ ରୋକିବା ନେଇ ଲକ୍‌ଡାଉନ୍‌ ଭଳି ଏକମାତ୍ର ପନ୍ଥା ଅବଲମ୍ବନ କରିଛନ୍ତି। ଏହି ଆଇନକୁ କଡ଼ାକଡ଼ି ପାଳନ କରିବା ନେଇ ସମସ୍ତ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ହୋଇଛି। ଏହି ପରିପ୍ରେକ୍ଷୀରେ ବନ୍ତ ତହସିଲଦାର ଇନ୍ଦିରା ସାହୁ, ଥାନାଧିକାରୀ ମୀନା ବିନ୍ଧାଣୀ ଲକ୍‌ଡାଉନ୍‌ ଆଇନକୁ କଡ଼ାକଡ଼ି ପାଳନ କରୁଥିବା ଦେଖାଯାଇଛି।ବନ୍ତ ସଦର ମହକୁମା ସମେତ ବିଭିନ୍ନ ମୁଖ୍ୟ ଛକ, ପ୍ରବେଶ ପଥରେ ନିଜେ ଉପସ୍ଥିତ ରହି ଆଇନ ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କରୁଛନ୍ତି। ବୁଧବାର ରାତିରେ ୨ ମହିଳା ଅଧିକାରୀ ପୋଲିସ କର୍ମଚାରୀଙ୍କ ସହିତ ବାଇକ୍‌ ଧରି ବନ୍ତରୁ ବାହାରି ବିଭିନ୍ନ ଗ୍ରାମରେ ପାଟ୍ରୋଲିଂ କରିଥିଲେ। ସେହିପରି ଲକ୍‌ଡାଉନ୍‌ ସମୟରେ ବିଡିଓ ରେବେକା ବିଲୁଙ୍ଗ, ଅତିରିକ୍ତ ତହସିଲଦାର ବନିତାରାଣୀ କିସ୍କୁ, ଆଗରପଡ଼ା ଥାନାଧିକାରୀ ସୁକାନ୍ତି କେରେଇଙ୍କର ଉଲ୍ଲେଖନୀୟ ଭୂମିକା ରହିଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri